ଲକ୍‌ଡାଉନ ନିୟମ ଭାଙ୍ଗି ଗିରଫ ହେଲେ ୧୦,୭୨୯

ମୁମ୍ବାଇ,୧୮।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଉଛି। ଆବଶ୍ୟକ ନ ଥିଲେ ଘରୁ ବାହାରିବାକୁ ବାରଣ କରାଯାଇଛି। ହେଲେ ଏହି ସମୟରେ ମହାରାଷ୍ଟ୍ରରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ପାଖାପାଖି ୧୦,୭୨୯ଜଣ ଗିରଫ ହୋଇଥିବା ସୂଚନା ମିଳିଛି। ଏହାସହ ମହାରାଷ୍ଟ୍ର ପୋଲିସ ୩୩,୯୮୪ ଗାଡି ସିଜ୍‌ କରିଛି ଓ ୫୨,୬୨୬ ମାମଲା ରୁଜୁ କରିଥିବା ସୂଚନା ମିଳିଛି। କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ର ସବୁଠାରୁ ଆଗରେ ଥିବା ବେଳେ ଏଠାରେ ୮ ଜଣ ପୋଲିସ ଅଧିକାରୀ ଓ ୨୯ ଅନ୍ୟ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭୟଭୀତ ଅଛି ଭାଜପା, ଆମେ ଭିକ ମାଗିବାକୁ ଯିବୁନାହିଁ’

ଶ୍ରୀନଗର,୧୪।୧୨: ନ୍ୟାଶନାଲ କନ୍‌ଫରେନ୍ସ ଉପାଧ୍ୟକ୍ଷ ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା କେନ୍ଦ୍ର ଭାଜପା ସରକାର ଉପରେ ବର୍ଷିଛନ୍ତି। ଦକ୍ଷିଣ କଶ୍ମୀରର ଅନନ୍ତନାଗ...

କଂଗ୍ରେସକୁ ପୁଣି ଝଟ୍‌କା: ପିସି ଚାକୋ ଦେଲେ ଇସ୍ତଫା

ଥରୁଭାନନ୍ତପୁରମ୍‌,୧୦।୩: ବିଧାନସଭା ନିର୍ବାଚନ ପୂର୍ବରୁ କେରଳରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ବରିଷ୍ଠ କଂଗ୍ରେସ ନେତା ପିସି ଚାକୋ ଦଳୀୟ କାର୍ଯ୍ୟରେ ଅସନ୍ତୁଷ୍ଟ ହୋଇ...

ଲାଲୁ ଗୁରୁତର

ରାଞ୍ଚତ୍, ୨୩।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଅବନତି ଦେଖାଦେଇଛି। ଗୁରୁବାର...

ଗୁଜରାଟରେ ତୃତୀୟ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୪।୧୨: ଜିମ୍ବାଓ୍ବେରୁ ଫେରିଥିବା ଜଣେ ବ୍ୟକ୍ତି କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ଥିବା ଗୁଜରାଟର ଜାମନଗରରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ଫଡ଼ନବିଶଙ୍କୁ ସାମ୍‌ନାରେ ସମାଲୋଚନା: ମହାରାଷ୍ଟ୍ରରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ଜିରୋ ଭିଜିବିଲିଟିରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ ସଦୃଶ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଛି। ରାଜ୍ୟ ସ୍ଥିତି ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ରାୟଗଡ଼ାରୁ ପରୀକ୍ଷା ହୋଇଥିବା ସମସ୍ତ ରିପୋର୍ଟ ନେଗେଟିଭ

ରାୟଗଡା ଅଫିସ,୧୬।୫: ରାୟଗଡ଼ା ଜିଲାରୁ ଗତ ୧୨ ତାରିଖରେ ୧୨ଟି ପର୍ଯ୍ୟାୟରେ ୬୧ ସନ୍ଧିଗ୍ଧଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ଆରଏମଆରସି, ଭୁବନେଶ୍ୱରକୁ...

ଦିଲ୍ଲୀ ସ୍କୁଲକୁ ବୋମାରେ ଉଡ଼ାଇବା ଧମକ…

ନୂଆଦିଲ୍ଲୀ,୨୬।୪ : ଦେଶର ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ଆସିଛି। ଦିଲ୍ଲୀର ମଥୁରା ରୋଡରେ ଥିବା ଦିଲ୍ଲୀ ପବ୍ଲିକ ସ୍କୁଲକୁ ଇ-ମେଲ ମାଧ୍ୟମରେ ବୋମାରେ...

ସ୍ବାସ୍ଥ୍ୟ ମନ୍ତ୍ରଣାଳୟଠାରୁ ଶିକ୍ଷାଲାଭ କରନ୍ତୁ ଅନ୍ୟ ମନ୍ତ୍ରଣାଳୟ, ଆପଣାନ୍ତୁ ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୯ : ସରକାରୀ ଯୋଜନା ଏବଂ ମନ୍ତ୍ରଣାଳୟର କାର୍ଯ୍ୟକାରିତା ଉପରେ ନଜର ରଖିବା ପାଇଁ ଅନ୍ୟ ମନ୍ତ୍ରଣାଳୟଗୁଡ଼ିକ ବର୍ତ୍ତମାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଲାଇନରେ ଡ୍ୟାଶବୋର୍ଡ...

Advertisement
Archives

Model This Week