ଲକ୍‌ଡାଉନ ପାଇଁ ଚିନ୍ତାରେ ଅଟୋ ଚାଳକ

କେଗାଁ,୧୦ା୫(ଡି.ଏନ.ଏ.): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଥିବା ଅଟୋ ଚାଳକ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ଏହି ଚାଳକମାନେ ଲକଡାଉନ ଯୋଗୁଁ ଘରେ ବସି ରହିଛନ୍ତି। ସେମାନଙ୍କ ପରିବାର ଭୋକଉପାସରେ ଦିନ କାଟୁଛନ୍ତି। ଅପରପକ୍ଷରେ ଋଣ କରି ଅଟୋ କିଣିଥିବାରୁ ଏବେ ପରିଶୋଧ କରିବା କାଠିକର ପାଠ ହୋଇଛି। ଏହି ପରିସ୍ଥିତିରେ ସମସ୍ତ ଅଟୋ ଚାଳକଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ସହ ଲକଡାଉନ ନ ଉଠିବା ଯାଏ ଋଣଟଙ୍କା ପରିଶୋଧରେ ମହଲତ ଦେବାକୁ ଗୋଲାମୁଣ୍ଡା ଅଟୋ ଚାଳକ ସଂଘ ଦାବି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାର୍କ ପୁନରୁଦ୍ଧାର ନେଇ ଅଣ୍ଟା ଭିଡିଲେ ସ୍ଥାନୀୟ ଯୁବକ

ଏମଭି-୭୯,୧୫ା୧(ଡିଏନ.ଏ.): ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏମଭି-୭୯ସ୍ଥିତ ଏକମାତ୍ର ପାର୍କ ଏବେ ଘନ ଜଙ୍ଗଲରେ ପରିଣତ ହୋଇଛି । ଏହି ପାର୍କଟିରେ ଏବେ ବୁଲା ଗୋରୁ ତଥା...

ଧବଳେଶ୍ୱର ପୀଠରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼

ଖୁଣ୍ଟୁଣୀ,୧୦।୧୧(ଡି.ଏନ୍‌.ଏ.): ବଡ଼ଓଷା ଉପଲକ୍ଷେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କଠାରେ ରବିବାର ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ପ୍ରତ୍ୟୁଷରେ ଠାକୁରଙ୍କ ପହଡ଼ ଖୋଲିବା...

ମୁଖ୍ୟ ଶାସନ ସଚିବଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର ଅଫିସ,୧୧ା୯: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ସହକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାନ୍ତି ଏବଂ ପ୍ରଫେସର...

କାଠଚୋରଙ୍କୁ ଧରିବା ବେଳେ ବନ କର୍ମଚାରୀଙ୍କୁ ଆକ୍ରମଣ : ବାପ ଗିରଫ, ପୁଅ ଫେରାର

ଦେବଗଡ, ୬ା୧୧(ଡି.ଏନ.ଏ.) : ଜଙ୍ଗଲରୁ ବେଆଇନ ଗଛ କାଟି ଆଣିବା ସହ ବନ କର୍ମଚାରୀଙ୍କୁ ଆକ୍ରମଣ କରି ୨ ଭାଇ ଫେରାର ହୋଇଯାଇଥିବା ବେଳେ ବେଆଇନ...

ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ

ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା...

ଗାର୍ଡଙ୍କୁ ମାଡ ମାରି ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ

ଗଞ୍ଜାମ,୨୩ା୬(ଡି.ଏନ୍‌.ଏ.)- ଗଞ୍ଜାମ ସହର ଦୁର୍ଗାଦେବୀ ସାହି ଷ୍ଟେଟ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ହୋଇଛି। ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡ ଜିତୁ...

ଆର୍‌ଡି ବିଭାଗରେ ଡିଏମ୍‌ଏଫ୍‌ ଚଳୁ

ଯାଜପୁର ଅଫିସ,୧୩।୯: ଯାଜପୁର ଜିଲାରେ ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ)ର ଉପଯୁକ୍ତ ବିନିଯୋଗ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷକରି କାଳିଆପାଣି ଖଣି ଅଞ୍ଚଳର ରାସ୍ତାଘାଟ ଓ...

ବିଷ୍ଣୁପୁର ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ବାହାନଗା, ୨୮ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲାର ୧୬ ନମ୍ବର ସଂକ୍ରମିତ ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମରେ ଚିହ୍ନଟ ହେବା ପରେ ସୋମବାର ରାତିରେ ଜିଲା ପ୍ରଶାସନ ଗ୍ରାମ ଉଭୟ...

Coronavirus Update

Archives

Model This Week

Why Dharitri