ଲକ୍‌ଡାଉନ: ବିନା କାମରେ ବାହାରେ ବୁଲୁଥିବା ଲୋକଙ୍କ ବାଇକ୍‌ ଜବତ କଲା ପୋଲିସ

ବ୍ରହ୍ମପୁର ଅଫିସ, ୨୮।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ ଡାଉନର ୬ ଦିନ ପରେ ମଧ୍ୟ ବ୍ରହ୍ମପୁରବାସୀ ପ୍ରଶାସନର କଟକଣାକୁ ଅବମାନନା କରୁଛନ୍ତି। ପ୍ରଶାସନର ଅନୁରୋଧ ସତ୍ତ୍ୱେ ବିନା କୌଣସି କାମରେ ସେମାନେ ବାହାରେ ବୁଲୁଛନ୍ତି। ଏହାକୁ ରୋକିବା ପାଇଁ ଶନିବାର ପୋଲିସ କଠୋର ପଦକ୍ଷେପ ଆପଣାଇଛି। ବିନା କାମରେ ବୁଲୁଥିବା, ତଥା ବିନା ହେଲମେଟ ଓ ଦୁଇ ଜଣଙ୍କୁ ବସାଇ ବୁଲୁଥିବା ଲୋକଙ୍କ ବାଇକ ଜବତ କରିବା ସହ ଇ-ଚାଲାଣ ମାଧ୍ୟମରେ ଜରିମାନା ଆଦାୟ କରିବା ଆରମ୍ଭ କରିଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ୫୮ ଡେଙ୍ଗୁ ରୋଗୀ

କଟକ ଅଫିସ,୩୦ା୧୦: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ୫୮ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୫୨ଜଣ ୱାର୍ଡରେ ଓ...

ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୨୯୯

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା...

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ...

୧୩ ଲକ୍ଷ ଟଙ୍କାର ନକଲି ନୋଟ୍‌ ସହ ଛପା ମେଶିନ ଜବତ

ସମ୍ବଲପୁର ଅଫିସ,୮ା୮: ସମ୍ବଲପୁର ପୋଲିସ ପକ୍ଷରୁ ନକଲି ନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରାଯାଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ନକିଲ ଟଙ୍କା ଜବତ କରିବା ସହ...

ପୂର୍ବ ଶତ୍ରୁତାରୁ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୭ ଆହତ

ଜଗତ୍‌ସିଂହପୁର ଅଫିସ, ୩।୧: ଜଗତ୍‌ସିଂହପୁର ଥାନା ଅଧୀନ ଯଶୋବନ୍ତପୁର ପଞ୍ଚାୟତରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତା ଯୋଗୁ ଗୋଟିଏ ପରିବାରର ୭...

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଶେଷରେ ଆଖିବୁଜିଲେ ପୀଡ଼ିତା

କୋରୁକୋଣ୍ଡା,୮୪(ଡି.ଏନ୍‌. ଏ.): ବଳାତ୍କାରର ଶୀକାର ହୋଇଛନ୍ତି ଜଣେ ନାବାଳିକା। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ମାଲକାନଗିରି ଜିଲାରେ। ଗତ କିଛିଦିନ ତଳେ ଏହି ଜିଲାରେ ଏକ...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୯୨୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୬୬ ଜଣ ପିଲା...

Advertisement
Archives

Model This Week