ଲକ୍‌ଡାଉନ ଭିତରେ ମାସ୍କ ପିନ୍ଧି ଶୁଟିଂ ଆରମ୍ଭ କଲେ ଅକ୍ଷୟ !

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣକୁ ନେଇ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ହେଲେ ପୂର୍ବପେକ୍ଷା ନିୟମରେ କିଛିଟା କୋହଳ କରାଯାଇଥିବାରୁ ଅଧିକାଂଶ ଲୋକେ ବାହାରକୁ ଆସି ପାରିଛନ୍ତି। ତେବେ ଲକ୍‌ଡାଉନ ସମୟରେ ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଶୁଟିଂ ଆରମ୍ଭ କରିଥିବା ଦେଖାଯାଇଛି। ମୁହଁରେ ମାସ୍କ ବାନ୍ଧି ଅକ୍ଷୟ ଶୁଟିଂ ଶେଟରେ ଉପସ୍ଥିତି ଥିବା ବେଳେ ପାଖରେ ନିର୍ଦ୍ଦେଶକ ଓ ଅନ୍ୟ କେତେଜଣ ନଜର ଆସୁଛନ୍ତି। ଏମିତି କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ଶୁଟିଂ ସେଟ୍‌ରେ ପରସ୍ପର ମଧ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ପ୍ରାୟ ସମସ୍ତେ ମାସ୍କ ପିନ୍ଧିଥିବା ଦେଖାଯାଇଛି। ଖୁବ୍‌ କମ୍‌ ଲୋକଙ୍କୁ ନେଇ ଶୁଟିଂ କରଯାଉଥିବା ବେଳେ ଶୁଟିଂ ସେଟ୍‌ରେ ବି ସାଇନାଇଜେଶନକୁ ଗୁରୁତ୍ୱ ଦିଆଯାଇଛି। ଏହା କୌଣସି ଫିଲ୍ମ ନୁହେଁ ବରଂ ଏକ ସରକାରୀ କ୍ୟାମ୍ପେନ ପାଇଁ ଏହି ଶୁଟିଂ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶବାନାଙ୍କ ଚରିତ୍ରରେ ନଜର ଆସିବେ ସ୍ବରା

ମୁମ୍ବାଇ: ୧୯୮୨ରେ ପରଦାକୁ ଆସିଥିବା ମହେଶ ଭଟ୍ଟଙ୍କ ଫିଲ୍ମ ‘ଅର୍ଥ’ର ରିମେକ୍‌ ହେବାକୁ ଯାଉଛି। ପୂର୍ବ ଫିଲ୍ମରେ ଶବାନା ଆଜମୀ, ସ୍ମିତା ପାଟିଲ, ରାଜ କିରଣ...

ପରଦାକୁ ଆସିବ କି ‘ବାହୁବଳୀ ୩’!

ମୁମ୍ବାଇ: ଫିଲ୍ମମେକର ଏସ୍‌ ଏସ୍‌ ରାଜମୌଳିଙ୍କ ଫିଲ୍ମ ‘ବାହୁବଳୀ ୨-ଦି କନକ୍ଲୁଜନ୍‌’ ରିଲିଜ୍‌ ହେବା ପରେ ଦର୍ଶକେ ଧରି ଦେଇଥିଲେ କି ବାହୁବଳୀ ସିରିଜ୍‌ ଏତିକିରେ...

ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବେ ସଲମାନ

ବଲିଉଡର ଭାଇଜାନ ସଲମାନ ଖାନ ପୁଣି ଜଣେ ନବାଗତାଙ୍କ ସହ ରୋମାନ୍ସ କରିବାକୁ ଯାଉଛନ୍ତି। ତାଙ୍କ ଆଗାମୀ ଫିଲ୍ମ ଦବଙ୍ଗ ୩ରେ ସେ ମହେଶ ମଞ୍ଜେରକରଙ୍କ...

ଓଡ଼ିଆ ଝିଅ ଚେଲ୍‌ସିଙ୍କୁ ପ୍ରଶଂସା କଲେ ସଚିନ ତେନ୍ଦୁଲକର, ସୋନା ମହାପାତ୍ର କହିଲେ ଏମିତି କଥା

ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ ଆଇଡଲ-୧୧ରେ ନଜର ଆସିଛନ୍ତି ପୁଣି ଜଣେ ଓଡିଆ ଝିଅ। ସେ ହେଉଛନ୍ତି ଚେଲ୍‌ସି ବେଉରା। ଇଶକ୍‌ଜାଦେ ଫିଲ୍ମର ‘ମେଁ...

ସୁଶାନ୍ତ ଆତ୍ମହତ୍ୟା ମାମଲାରେ ଏହି ବ୍ୟକ୍ତିଙ୍କୁ ସମନ ପଠାଇଲା ଇଡ଼ି

ମୁମ୍ବାଇ,୭।୮: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ଆକାଉଣ୍ଟରୁ ହୋଇଥିବା ନେଣଦେଣ...

ରିୟା ଅଙ୍କିତାଙ୍କ ପରେ ସୁଶାନ୍ତଙ୍କ ପାଇଁ କ୍ରିତି ଲେଖିଲେ ଏମିତି ପୋଷ୍ଟ:  ଆଖିରେ ଆସିଯିବ ଲୁହ

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ  ଏକ ମାସ ବିତିଛି,  ମାତ୍ର ତାଙ୍କ ପ୍ରଶଂସକଙ୍କ ସହ ତାରକାମାନେ ତାଙ୍କୁ ଆଜିବି ମନେ ପକାଉଛନ୍ତି। ସୁଶାନ୍ତଙ୍କ କଥିତ ଗର୍ଲଫ୍ରେଣ୍ଡ...

୩୪ ବର୍ଷରେ ପାଦଦେଲେ ସୃତି ଝା: କୁମ୍‌କୁମ୍‌ ଭାଗ୍ୟରୁ ଏବେ ପାଲଟିଛନ୍ତି କୋଟିପତି

ମୁମ୍ବାଇ: ଛୋଟ ପରଦାରେ ନିଜର ଅଭିନୟ ପାଇଁ ବେଶ୍‌ ଚର୍ଚ୍ଚାରେ ଥିବା ସୃତି ଝା ବୁଧବାର ୩୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୬ ଫେବୃୟାରୀ...

ମାଟି ପାତ୍ର ଚା’ର ମଜା ନେଲେ ଅନନ୍ୟା-କାର୍ତ୍ତିକ

ମୁମ୍ବଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ୍‌ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ ପାଇଁ ବ୍ୟସ୍ତ ଅଛନ୍ତି। ଲକ୍ଷ୍ନୌରେ ଏବେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *