ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା ଦେଖାଯାଇଛି। ଏଥିରେ ପଶ୍ଚିମବଙ୍ଗ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଏମ୍‌ପି ଅପରୂପା ପୋଦାରଙ୍କ ନାଁ ଯୋଡି ହୋଇଯାଇଛି। ଗୁରୁବାର ସେ ଜନ୍ମ ଦେଇଥିବା କନ୍ୟା ସନ୍ତାନର ଡାକ ନାଁ ରଖିଛନ୍ତି ‘କରୋନା’। ଏମ୍‌ପିଙ୍କ ସ୍ବାମୀ ମହମ୍ମଦ ସକିର ଅଲି କହିଛନ୍ତି, ସେ ତାଙ୍କ ଜନ୍ମିତ କନ୍ୟା ଓ ଅନ୍ୟମାନଙ୍କୁ ଭବିଷ୍ୟତରେ ମନେପକାଇ ଦେବାକୁ ଚାହିଁଛନ୍ତି ଯେ କେଉଁ କଠିନ ପରିସ୍ଥିତିରେ ତାଙ୍କ ଝିଅ ‘କରୋନା’ର ଜନ୍ମ ହୋଇଥିଲା। କେମିତି କରୋନା ମାହାମାରୀ ବ୍ୟାପିଥିବା ବେଳେ ଲୋକେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖିନ ହୋଇଥିଲେ। ଅନ୍ୟପଟେ ଅପରୁପା କହିଛନ୍ତି କରୋନା ଏବେ ସାରା ବିଶ୍ୱରେ ତାଣ୍ଡବ ରଚି ଚାଲିଛି ହେଲେ ଏହାକୁ ନ ଡରି ଆମେ ଏହା ସହ ଲଢିବା ଦରକାର। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ହୁଗଳି ଜିଲା ଆରମବାଗ ଆସନରୁ ଏମ୍‌ପି ଥିବା ଅପରୂପା ଗୁରୁବାର ଏକ ଘରୋଇ ନିର୍ସି ହୋମରେ କନ୍ୟା ସନ୍ତାନ ପ୍ରସବ କରିଛନ୍ତି। ଏହା ପୂର୍ବରୁ ତାଙ୍କର ଏକ ୬ ବର୍ଷର ପୁତ୍ର ରହିଛି। ୨୦୦୭ରେ ତାଙ୍କର ବିବାହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା

ଧର୍ମଶାଳା,୧୬ା୭(ଆଇଏଏନ୍‌ଏସ୍‌)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି...

କରୋନା ଆରମ୍ଭରୁ ସୂଚନା ଦେବ ହାତ ବ୍ୟାଣ୍ଡ: ମୂଲ୍ୟ ମାତ୍ର ୩, ୫୦୦ ଟଙ୍କା

ନୂଆ ଦିଲ୍ଲୀ, ୨୫।୭: କରୋନା ବିିଷୟରେ ସୂଚନା ଦେବ ହାତ ବ୍ୟାଣ୍ଡ। ଆଇଆଇଟି ମାଡ୍ରାସ କରୋନା ଜୀବାଣୁ ସଂକ୍ରମଣ ଚିହ୍ନଟ ପାଇଁ ଏପରି ଏକ ବ୍ୟାଣ୍ଡ...

ମଦ ଦୋକାନରେ ପଶି ୩୦ ଲିଟର ମଦ ପିଇଗଲେ ହାତୀ

ୟୁନାନ,୨୧।୩: ଜନସଂଖ୍ୟା ବଢ଼ିବା ଯୋଗୁ ଜଙ୍ଗଲର ପରିସୀମା କମିବାରେ ଲାଗିଛି। ଫଳରେ ଜଙ୍ଗଲର ରାଜା ହାତୀ ପାଇଁ ସ୍ଥାନ ନିଅଣ୍ଟ ପଡୁଛି। ତେଣୁ ବହୁ ସମୟରେ...

ବିବାହର ୩ଦିନ ପରେ କନ୍ୟା ସାଜିଲେ ଲୁଟେରା

ଲକ୍ଷ୍ନୌ,୨୩।୭: ବିବାହ ପରେ ଘରକୁ ବଧୂ ଆସିଲେ ପରିବାରରେ ହସଖୁସିର ମାହୋଲ ଖେଳିଯାଏ। ବୋହୁଙ୍କୁ ଘରର ଲକ୍ଷ୍ମୀପ୍ରତିମା ଭାବି ପରିବାରର ମୁରବି ତାଙ୍କୁ ଘରର ସମସ୍ତ...

ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୬...

ମହିଳାଙ୍କ ପାଇଁ କେଜରିଓ୍ବାଙ୍କ ବଡ ଉପହାର

ନୂଆଦିଲ୍ଲୀ,୩।୬: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏବେ ରାଜଧାନୀରେ ମହିଳାମାନେ ସରକାରୀ ବସ୍‌, କ୍ଲଷ୍ଟର ବସ୍‌...

ମୋରବି ଘଟଣାକୁ ନେଇ ଗୁଜରାଟରେ ନଭେମ୍ବର ୨ରେ ରାଜକୀୟ ଶୋକ, ଏବେ ପର୍ଯ୍ୟନ୍ତ ୧୩୪ ମୃତ

ମୋରବି,୧ ।୧୧: ଗୁଜରାଟର ମୋରବି ଜିଲାରେ ରବିବାର ହୋଇଥିବା ପୋଲ ଦୁର୍ଘଟଣାରେ ନଭେମ୍ବର ୨ରେ ସାରା ରାଜ୍ୟରେ ରାଜକୀୟ ଶୋକ ଘୋଷଣା କରାଯାଇଛି । ସୋମବାର...

ଭାରତରେ କରୋନା ! ଜୟପୁରରେ ଜଣେ ରୋଗୀ ଡାକ୍ତରଖାନାରେ ଭର୍ତ୍ତି

ଜୟପୁର,୨୭ା୧: ଚାଇନାରେ କରୋନା ଭୂତାଣୁ ନେଲାଣି ୫୦ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ...

Advertisement
Archives

Model This Week