ଲକ୍‌ଡାଉନ ଯୋଗୁ ଚିନ୍ତାରେ ସଞ୍ଜୟ

ମୁମ୍ବାଇ: ସଞ୍ଜୟ ଦତ୍ତ ବର୍ତ୍ତମାନ ତାଙ୍କ ପତ୍ନୀ ମାନ୍ୟତା ଏବଂ ତାଙ୍କର ୨ ଶିଶୁ ଶାହାରାନ ଓ ଇକ୍ରାଙ୍କଠାରୁ ଦୂରରେ ଅଛନ୍ତି। ଭାରତରେ ଲକ୍‌ଡାଉନ୍‌ ହେବା ପୂର୍ବରୁ ସେମାନେ ଦୁବାଇ ଯାଇଥିଲେ। କିନ୍ତୁ ସେଠାରୁ ଆଉ ଫେରି ପାରି ନ ଥିଲେ। ଏବେ ସଞ୍ଜୟ ତାଙ୍କ ପିଲାଙ୍କ ସହ ପ୍ରତିଦିନ ଭିଡିଓ କଲ୍‌ରେ କଥା ହେଉଛନ୍ତି। ତଥାପି ସେମାନଙ୍କ ସୁରକ୍ଷା ଚିନ୍ତା ତାଙ୍କୁ ଲାଗିରହିଛି। ଏନେଇ ସଞ୍ଜୟ ସବୁବେଳେ ଚିନ୍ତିତ ରହୁଛନ୍ତି। ସେ ଆହୁରି କହିଛନ୍ତି ଯେ, ଅତୀତରେ ମୁଁ ଏଭଳି ଲକ୍‌ଡାଉନ୍‌ରେ ସମୟ ବିତାଇଥିଲି। ସେତେବେଳେ ବି ମୁଁ ମୋ ପରିବାରକୁ ବହୁତ ମିସ୍‌ କରୁଥିଲି। ବର୍ତ୍ତମାନ ବି ସେମାନଙ୍କୁ ଛାଡ଼ି ରହିବା ମୋ ପକ୍ଷେ କଷ୍ଟକର ହୋଇପଡ଼ିଛି। କିନ୍ତୁ ମୁଁ ଏହାର ସମାଧାନ ମଧ୍ୟ କରିପାରିବିନି। ଭଗବାନଙ୍କୁ ପ୍ରାର୍ଥନା କରୁଛି, ଶୀଘ୍ର ଏହି କଷ୍ଟକର ସମୟ ଟଳିଯାଉ। ପ୍ରତି ମୁହୂର୍ତ୍ତରେ ମୋ ପରିବାର କଥା ମନେପଡ଼ୁଛି ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାରଙ୍ଗକୁ ନେଇ ପକ୍ଷପାତିତାର ଶିକାର ହୋଇଥିଲେ ମଲାଇକା

ବଲିଉଡ୍‌ ଆଇଟମ୍‌ ଗର୍ଲ ମଲାଇକା ଅରୋରା ଇତିମଧ୍ୟରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ୨୧ ବର୍ଷ ପୂରଣ କରିସାରିଛନ୍ତି। ଫିଲ୍ମ ‘ଦିଲ୍‌ ସେ’ର ‘ଛଇଁୟା ଛଇଁୟା’ ଗୀତରୁ ସେ...

ହୋମ୍‌ କ୍ୱାରାଣ୍ଟାଇନ୍‌ ପାଳନ ନ କରିି ଯମ କୋଳକୁ ଯାଉଛନ୍ତି: ବାଗ୍‌ଚୀ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ହେଲେ ଲୋକମାନଙ୍କ ମଧ୍ୟରେ ଭୟ ଓ ସଚେତନତା କମିଯାଉଥିବା ଦେଖିବାକୁ ମିଳୁଛି। ଏହାକୁ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ।...

କରୋନା ସଂକ୍ରମଣ ଭୟ: ଭଦ୍ରକର ସବୁ ଫେରିଘାଟକୁ ସଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ଭଦ୍ରକ ଅଫିସ,୨୬।୪: କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଜିଲାର ସମସ୍ତ ଫେରିଘାଟକୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପଡୋଶୀ ଜିଲା ଯାଜପୁରରେ...

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

ଲକ୍‌ଡାଉନରେ ବହି ପଢ, ଗଛ ଲଗାଅ: ଇମ୍ରାନ

ଇସ୍‌ଲାମାବାଦ,୪।୫: କରୋନା ସଂକ୍ରମଣ ରୋକିବାକୁ ଏବେ ବିଶ୍ୱର ଅଧିକାଂଶ ଦେଶରେ ଲକ୍‌ଡାଉନ ଫର୍ମୁଲାକୁ ଲାଗୁ କରାଯାଇଛି। ପାକିସ୍ତାନରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ...

କରୋନା ଲଢ଼େଇ ବାଟରେ କଣ୍ଟା: ୬୪ ପ୍ରତିଶତ ଲୋକେ ଖାଇବା ପୂର୍ବରୁ ହାତ ଧୋଇବା ଭୁଲି ଯାଉଛନ୍ତି

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ନିୟମିତ ବ୍ୟବଧାନରେ ହାତ ଧୋଇବା,...

ସୁସ୍ଥ ହୋଇଥିବା କରୋନା ସଂକ୍ରମିତ ୩ ମାସ ପରେ ପୁଣି ହୋଇପାରନ୍ତି ସଂକ୍ରମିତ!

ନ୍ୟୁୟର୍କ,୧୫।୮: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ଏବେ ବିଶ୍ୱର କୋଟି କୋଟି...

Play 250+ Trending Games
Archives

Model This Week

Why Dharitri