Posted inଜାତୀୟ

ଲକ୍‌ଡାଉନ ଯୋଗୁ କ୍ଷତି ସହିଲେଣି ଘୋଡ଼ା ମାଲିକ

ଭୋପାଳ,୨୫।୫: ମଧ୍ୟପ୍ରଦେଶରେ ଅଧିକାଂଶ ସ୍ଥାନରେ ବିବାହ ପାଇଁ ଘୋଡ଼ାର ବ୍ୟବହାର କରାଯାଇଥାଏ। ଆଉ ଘୋଡ଼ାକୁ ଭଡାରେ ଲଗାଇ ଦି ପଇସା ରୋଜଗାର କରୁଥିବା ଘୋଡ଼ା ମାଲିକମାନେ ଏବେ ବହୁ କ୍ଷତି ସହିଥିବା କହିଛନ୍ତି। କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ପିରିୟଡ ବଢିବାରେ ଲାଗିଛି। ଅନ୍ୟପଟେ ବିବାହ କାର୍ଯ୍ୟ ଏକ ପ୍ରକାର ବନ୍ଦ ରହିଥିବା ବେଳେ ବିନା ପ୍ରସେଶନରେ ବିବାହ କରିବାକୁ କେବଳ ଅନୁମତି ମିଳିଛି। ଏପରି ସ୍ଥଳେ ଯେଉଁ କେତୋଟି ହାତଗଣତି ବିବାହ କରାଯାଉଛି ସେଥିରେ ଲୋକେ ଘୋଡ଼ାକୁ ଆଉ ଖୋଜୁ ନାହାଁନ୍ତି। ତେଣୁ ପୂର୍ବରୁ ବିବାହ କାର୍ଯ୍ୟରେ ଘୋଡ଼ାକୁ ଭଡାରେ ଲଗାଉଥିବା ମାଲିକମାନେ ଏକ ପ୍ରକାର ହାତ ବାନ୍ଧି ବସିଛନ୍ତି। ଘୋଡ଼ା ମାଲିକ କୁହନ୍ତି ଆମେ ବର୍ଷ ସାରା ବିବାହ ଋତୁକୁ ଅନାଇ ବସିଥାଉ। ହେଲେ ଏବର୍ଷ ଲକ୍‌ଡାଉନ ଯୋଗୁ ବିବାହ ନ ହୋଇ ଥିବାରୁ ରୋଜଗାର ମଧ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାମନ୍ତ ଗୋଏଲ ‘ର’ ଚିଫ୍‌ ନିଯୁକ୍ତ

ନୂଆଦିଲ୍ଲୀ,୨୬।୬: ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌(ର) ଚିଫ୍‌ ଭାବେ ସାମନ୍ତ ଗୋଏଲଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିଯୁକ୍ତ କରିଛନ୍ତି। ୧୯୮୪ ବ୍ୟାଚ୍‌ର ଏହି ଆଇପିଏସ୍‌...

କାଜିରଙ୍ଗା ଜାତୀୟ ଉଦ୍ୟାନରେ ଗଣ୍ଡାକୁ ଧକ୍କା ଦେବା ପଡିଲା ମହଙ୍ଗା: ହେଲା କାର୍ଯ୍ୟାନୁଷ୍ଠାନ

ଦିସପୁର, ୧୦।୧୦: ଆସାମର କାଜିରଙ୍ଗା ଜାତୀୟ ଉଦ୍ୟାନ ପରିସରରେ ରବିବାର ଏକ ଗଣ୍ଡା ରାସ୍ତା ପାର୍‌ ହୋଉଥିବା ବେଳେ ଟ୍ରକ୍‌ ଧକ୍କା ଦେଇଛି। ଯାହାର ଭିଡିଓ...

ରେନିକୋଟ, ସନ୍‌ଗ୍ଲାସ୍‌ ପିନ୍ଧି କରୋନା ସହ ଯୁଦ୍ଧ କରୁଛନ୍ତି ଡାକ୍ତର

ସିଲିଗୁଡି,୩୧।୩: ସାରା ବିଶ୍ୱରେ ୩୭ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ...

୭ ଦିନରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୨୧।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ମଙ୍ଗଳବାର ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୫୫ହଜାର ୧୯୧ରେ ପହଞ୍ଚିଛି।...

ମମତାଙ୍କୁ ପୁଣି ଲାଗିପାରେ ଝଟ୍‌କା: ଭାଜପାରେ ସାମିଲ ହୋଇପାରନ୍ତି ଟିଏମ୍‌ସିର ୪ ହେଭିୱେଟ

କୋଲକାତା,୩୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)କୁ ଝଟ୍‌କା ପରେ ଝଟ୍‌କା ଲାଗି ଚାଳିଛି । ଶନିବାର ପୁଣିଥରେ ଟିଏମ୍‌ସିର ୪...

ଫଡନବିସଙ୍କୁ ଅଟକ ରଖିଲା ମୁମ୍ବାଇ ପୋଲିସ

ମୁମ୍ବାଇ,୯।୩: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଅଟକ ରଖିଛି ମୁମ୍ବାଇ ପୋଲିସ। ସେ ଏନ୍‌ସିପି ନେତା ତଥା ମନ୍ତ୍ରୀ ଥିବା ନବାବ ମଲିକଙ୍କ ଇସ୍ତଫା...

କରୋନାରେ ନବନିର୍ବାଚିତ ଏମ୍‌ପିଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୯: ରାଜ୍ୟ ସଭାର ନବନିର୍ବଚିତ ସଦସ୍ୟ ଅଶୋକ ଗସ୍ତିଙ୍କ କରୋନାରେ ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କର ବୟସ ୫୫ ବର୍ଷ ଥିଲା। ସେପ୍ଟେମ୍ବର ୨ରେ କରୋନା...

ରାହୁଲଙ୍କ ଇସ୍ତଫାକୁ ନେଇ ବର୍ଷିଲେ ଖୁର୍ସିଦ: ଆମ ନେତା ଛାଡ଼ି ଚାଲିଗଲେ

ନୂଆଦିଲ୍ଲୀ,୧୦ା୧୦: ଆମକୁ ଆମ ନେତା ଛାଡ଼ି ଚାଲିଗଲେ। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ଫଳରେ ସାଧାରଣ ନିର୍ବାଚନରେ ପରାଜୟର ସମୀକ୍ଷା ହୋଇପାରିଲା...

Advertisement
Archives

Model This Week