ଲକ୍‌ଡାଉନ ସତ୍ତ୍ୱେ କେନ୍ଦୁଝରରେ ଗଡୁଛି ଭାରୀଯାନ: ୧୫ଫୁଟ ତଳକୁ ଖସିଲା ଟ୍ରକ୍‌

କୋଳିମାଟି,୩୦ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ କୋଳିମାଟି ଭାଲୁହୁଡି ଟାଉନ ନିକଟରେ ସୋମବାର ସକାଳେ ଏକ ଦଶଚକିଆ ଲୁହାପଥର ବୋଝେଇ ଟ୍ରକ ୧୫ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଟ୍ରକ ଡ୍ରାଇଭରଙ୍କ ମୁଣ୍ଡ ଫାଟିଯାଇଛି। ତାଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାରକରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଛନ୍ତି।
ସାରା ଭାରତରେ ୨୧ ଦିନ ଲକ୍‌ଡାଉନ ଚାଲିଥିବା ବେଳେ କେନ୍ଦୁଝର ଜିଲାରେ ଶହ ଶହ ଲୁହା ବୋଝେଇ ଟ୍ରକ ଯିବା ଆସିବା କରୁଛି। ଏ ନେଇ ପ୍ରଶାସନ ପକ୍ଷରୁ କୌଣସି କଟକଣା କରାଯାଉ ନ ଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ କରେଣ୍ଟ ଦେଇ ମାରିଦେଲେ

ଲଙ୍ଗଳେଶ୍ବର,୨୫ା୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ଡଗରା ଗ୍ରାମର ବିଶ୍ୱଜିତ ନାଗ (୩୨) ଶନିବାର ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ପୁଅକୁ...

ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ,୮ା୨ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ଶୁକ୍ରବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଏହି...

କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ...

ପୋଲ ତଳକୁ ଖସିଲା ବରଯାତ୍ରୀ ଅଟୋ: ୨ ମୃତ

ବରଗଡ଼ ଅଫିସ,୧୭।୨: ବରଗଡ଼ ଜିଲା ବିଜେପୁର-ବରଗଡ଼ ରାସ୍ତାର ସର୍ଣ୍ଣାପାଲି ବ୍ରିଜ୍‌ରେ ବୁଧବାର ଭୋରରୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଜେପୁରରୁ ବରଗଡ଼ ବ୍ଲକ ଅନ୍ତର୍ଗତ...

ଏସ୍‌ଓପି ଜାରି: ପ୍ଲାଜ୍‌ମା ଦାନ କରିବେ ପୋଲିସ କର୍ମଚାରୀ

କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍‌ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ...

ଅମରପୁରରେ ଅଗ୍ନିକାଣ୍ଡ: ୨ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ/ତିହିଡ଼,୧୩।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କୋହ୍ଲ ପଞ୍ଚାୟତ ଅମରପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଗୋରୁ ଜୀବନ୍ତ...

ରାସ୍ତା ମଝିରେ ଆକ୍ରାନ୍ତଙ୍କୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ପଦ୍ମପୁର, ୨୫ା୮(ଡି.ଏନ୍‌.ଏ.)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କୁ କଟକରୁ ଗାଁକୁ ନେଇ ଆସୁଥିବା ଏକ ଘରୋଇ ଆମ୍ବୁଲାନ୍ସ ରାସ୍ତା ମଝିରେ ଛାଡ଼ି ପଳାଇବା ଘଟଣା ଚର୍ଚ୍ଚାର...

ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗ ନେବାକୁ କଳାକାରଙ୍କ ଗୋଆ ଗସ୍ତ

ବ୍ରହ୍ମପୁର ଅଫିସ,୨୬।୭: ଗୋଆଠାରେ ଚଳିତମାସ ୨୮ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ନାଟକ ମହୋତ୍ସବରେ ଭାଗନେବାକୁ ଗଞ୍ଜାମ ଜିଲାର ଏକ ୧୬ ଜଣିଆ...

Advertisement


Archives

Model This Week

Why Dharitri