ଲକ୍‌ଡାଉନ: ସହରର ବିଭିନ୍ନ ସାହି ମୁଖ୍ୟରାସ୍ତାକୁ ସିଲ୍‌ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ, ୨୮।୩: କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ଜାରି ହୋଇଥିବା ଲକ୍‌ ଡାଉନକୁ ସଫଳ କରିବାକୁ ଶନିବାରଠାରୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଛକସ୍ଥାନ ସମେତ ବିଭିନ୍ନ ସାହିର ମୁଖ୍ୟ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ଗଜପତି ନଗର, ଅନନ୍ତ ନଗର, ହାତୀବନ୍ଧ ସାହି ସମେତ ବିଭିନ୍ନ ସାହିର ମୁହଁକୁ ଶୁକ୍ରବାର ରାତ୍ରିରେ ସିଲ କରାଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….

ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍‌ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri