ଲକ୍‌ଡାଉନ ସ୍ଥିତି ଯାଞ୍ଚ କଲେ ଏସ୍‌ପି

ପଦ୍ମପୁର, ୨୩ା୪(ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବ୍ଲକର ୯ ପଞ୍ଚାୟତରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଗ୍ରାମରୁ କାହାରିକୁ ବାହାରକୁ ଯିବାକୁ ଓ ବାହାରୁ କାହାରିକୁ ଗ୍ରାମରେ ପ୍ରବେଶ କରିବାକୁ ଅନୁମତି ଦିଆଯାଉନାହିଁ। ଜିଲା ଆରକ୍ଷୀ ଅଧୀକ୍ଷକ ରାଜେଶ କୁମାର ପଣ୍ଡିତ, ବାସୁଦେବପୁର ଥାନାଧିକାରୀ ମଧୁମିତା ମହାନ୍ତି ବୁଧବାର ସନ୍ଧ୍ୟାରେ ଅଢ଼ୁଆଁ, ବିନାୟକପୁର, ଲୁଙ୍ଗା, ପଦ୍ମପୁର, ଗୁଆଗଢ଼ିଆ, ସୁଗୋ, ଏଡ଼ତାଳ, ଲକ୍ଷ୍ମୀଦାସପୁର ଅଞ୍ଚଳରେ ସ୍ଥିତି ଯାଞ୍ଚ କରିବା ସହ ଜରୁରୀ କାରଣ ବିନା କୌଣସି ପରିସ୍ଥିତିରେ ଗ୍ରାମରେ ପ୍ରବେଶ ନ କରାଇବାକୁ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମରେ ବାହାରେ ବୁଲୁଥିବା ଲୋକମାନଙ୍କୁ ଏହି ପରିସ୍ଥିତିରେ ଘରୁ ନ ବାହାରିବାକୁ ସଚେତନ କରାଇବା ସହ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଫ୍‌ ପାଣ୍ଠିକୁ ସହାୟତା

ସୋର, ୨୪ା୪(ଡି.ଏନ୍‌.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର...

ଇ-ଅଫିସ ପରିସରଭୁକ୍ତ ହେଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ

ଜଗତ୍‌ସିଂହପୁର ଅଫିସ,୨୭ା୨: ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରେ ଏବେ ଇ-ଅଫିସ୍‌ ପରିସରଭୁକ୍ତ ହୋଇଛି ଜିଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ। ଏଣିକି ଏହି କାର୍ଯ୍ୟାଳୟର ସମସ୍ତ ଫାଇଲପତ୍ର...

କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି...

ତାର ସଜାଡ଼ିଲା ବିଦ୍ୟୁତ୍‌ ବିଭାଗ

କଣିହାଁ, ୧୪ା୨(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ଝରାବେରଣୀ ଓ ପଟ୍ଟାଖମଣ ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ରାସ୍ତା ଉପରେ ୩୩ କେଭି...

ସପ୍ତାହକ ମଧ୍ୟରେ ଓଭରବ୍ରିଜ ନିର୍ମାଣ ସମ୍ପୂର୍ଣ୍ଣ କର

ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ...

ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡାଙ୍କ ବିୟୋଗ

ଧର୍ମଶାଳା,୧୩।୨ (ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ଜନମାନସର ନେତା କାଙ୍ଗାଳି ଚରଣ ପଣ୍ଡାଙ୍କ ଶନିବାର ଭୋର୍‌ ସମୟରେ ତାଙ୍କ ଭୁବନେଶ୍ୱରସ୍ଥିତ...

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ...

ଭଙ୍ଗା ଘରେ ବିତୁଛି ଜୁଆଙ୍ଗ ଜନଜାତିଙ୍କ ଜୀବନ

କେନ୍ଦୁଝର, ୨୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୁରାତନ ଜନଜାତି ହେଉଛନ୍ତି ଜୁଆଙ୍ଗ। ଜୁଆଙ୍ଗଙ୍କ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ସେମାନଙ୍କ ସର୍ବାଙ୍ଗୀନ ବିକାଶ...

Advertisement
Archives

Model This Week