ଲକ୍‌ଡାଉନ ୩.୦: ଉତ୍ତରପ୍ରଦେଶରେ ମଦ ଦୋକାନ ଖୋଲିବା ନେଇ ଯୋଗୀ ନେବେ ଅନ୍ତିମ ନିଷ୍ପତ୍ତି

ଲକ୍ଷ୍ନୌ,୨।୫: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’ ୪ରୁ ୧୭ଯାଏଁ ଆହୁରି ୨ସପ୍ତାହ ପର୍ଯ୍ୟନ୍ତ ଲକ୍‌ଡାଉନ ବୃଦ୍ଧି କରିଛନ୍ତି। ହେଲେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ସମୟରେ କେତେକ କଟକଣାକୁ କୋହଳ କରାଯାଇଛି। ଏହି ସମୟରେ ଗ୍ରୀନ୍‌ ଜୋନରେ ଥିବା ମଦ ଦୋକାନ ଓ ପାନ ଦୋକାନ ଖୋଲିବା ନେଇ କୋହଳ କରାଯାଇଛି। ତେବେ ଲକ୍‌ଡାଉନର ତୃତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶରେ ମଦ ଦୋକାନ ଖୋଲିବ କି ନାହିଁ ସେନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ଏହାର ଅନ୍ତିମ ନିଷ୍ପତ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?