ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି। ଶୁକ୍ରବାର ତେଲିମୁଣ୍ଡା ନିକଟସ୍ଥ ଏକ ବନ୍ଧ ହୁଡାରୁ ମଦ ପ୍ରସ୍ତୁତ ପାଇଁ ୬ଟି ଡ୍ରମ୍‌ରେ ରଖାଯାଇଥିବା ୧୨୦୦ କିଲୋ ମହୁଲ ପୋଚ ଜବତ କରାଯାଇଛି। ଘଟଣା ସ୍ଥଳରେ ତାହା ନଷ୍ଟ କରାଯାଇଥିଲା। ଅନ୍ୟ ଏକ ଟିମ୍‌ ବାରକୋଟ ଥାନା ଅନ୍ତର୍ଗତ ନୂଅଁାଗାଁ, ବଗଛେରା ଓ ଘଣ୍ଟିପୋଶି ଅଞ୍ଚଳରେ ଚଢାଉ କରି ୭୦୦ କିଲୋ ମହୁଲ ପୋଚ ଓ ୨୦ ଲିଟର ରନ୍ଧା ଦେଶୀମଦ ଜବତ କରିଛି। ଏଥିସହ ବହୁ ମଦ ରନ୍ଧା ସରଞ୍ଜାମ ମଧ୍ୟ ଜବତ କରାଯାଇଛି। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ୨ଟି ମାମଲା ଋଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri