କେନ୍ଦୁଝର, ୧୨।୪(ସ୍ବ.ପ୍ର.)-କରୋନା ପାଇଁ ଲକ୍ ଡାଉନ୍ ଘୋଷଣା ହୋଇଥିବାରୁ ରକ୍ତ ସମସ୍ୟା ଦେଖାଦେଇଛି। ରକ୍ତ ସମସ୍ୟା ଦୂର କରିବା ପାଇଁ ସମ୍ଭାବନା ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଶନିବାରଠାରୁ ସ୍ବେଚ୍ଛାକୃତ ରକ୍ତ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସଙ୍ଗଠନର ସୌମ୍ୟ ଶଙ୍କର ଚକ୍ର, ସମୀର ମିଶ୍ର, ସଦାଶିବ ସାମଲ, ପରିତୋଷ ମିଶ୍ର ରକ୍ତ ଦାନ କରିଛନ୍ତି। ଏଭଳି ପ୍ରତେକ ଦିନ ଚାରି ଜଣ ଆସନ୍ତା ତିରିଶ ତାରିଖ ପର୍ଯ୍ୟନ୍ତ ରକ୍ତଦାନ କରିବେ ବୋଲି ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ
କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...
ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ
ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...
ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା
ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...
ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …
ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...
ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ
ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...
ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...
Archives


