ଲକ୍‌ ଡାଉନ ନିୟମ ଉଲ୍ଲଂଘନ, ୨ ଦୋକାନ ସିଲ୍‌ କଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୨।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିରୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକୁଥିବା ଦୋକାନକୁ ବାଦ୍‌ ଦିଆଯାଇଛି । ମାତ୍ର କେତେକ ସ୍ଥଳେ ପ୍ରଶାସନର ଆଖିରେ ଧୂଳି ମାରି ଅତ୍ୟାବଶ୍ୟକୀୟ ସାମଗ୍ରୀ ନାଁରେ ଅନେକ ଅମାନିଆ ଅନ୍ୟ ଜିନିଷ ବିକୁଥିବା ସାଧାରଣରେ ଆଲୋଚିତ ହେଉଛି । ଏଭଳିଭାବେ କ୍ଷୀର ବିକ୍ରି ଆଳରେ ଅନ୍ୟ ସାମଗ୍ରୀ ବିକୁଥିବାବେଳେ ବୁଧବାର ବରଗଡ଼ ଗାନ୍ଧିଛକର ଦୋକାନୀ ପୌର ପ୍ରଶାସନ ହାତରେ ଧରାପଡ଼ିଛନ୍ତି । ଏହାପରେ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ଦୁଇ ଦୋକାନକୁ ସିଲ୍‌ କରି ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ: ବ୍ରେନ୍ ଷ୍ଟ୍ରୋକ୍ ସ୍ୱାମୀଙ୍କୁ ପିଠିରେ ବୋହି ମେଡିକାଲ୍ ଆଣିଲେ ପତ୍ନୀ, ଭାଇରାଲ୍ ହେଉଛି କରୁଣ ଚିତ୍ର

ମୁମ୍ବାଇ,୮ା୬: ମହାରାଷ୍ଟ୍ରର ଆକୋଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ପିଠିରେ ବୋହି ଡାକ୍ତରଖାନା ନେଇଥିଲେ । ସ୍ୱାମୀଙ୍କୁ ବ୍ରେନ୍…

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର  କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri