ଲକ୍‌ ଡାଉନ ପାଇଁ ପେଟକୁ ଖାଦ୍ୟ ଯୋଗାଡ କରି ହେଉନି

ସମ୍ବଲପୁର, ୧୧।୪ (ବ୍ୟୁରୋ)- ସମ୍ବଲପୁର ଜିଲା ଖୁଲିଆ ଗ୍ରାମର ବହୁମୁଖି କଳାକାର ଲାଲୁ ମୁଣ୍ଡାଙ୍କୁ ରୋଷେଇ ସାମଗ୍ରୀ ପ୍ରଦାନ କରାଯାଇଛି । ଲାଲୁ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇବାରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଏବେ ତାଙ୍କ ବୟସ ୬୮ ବର୍ଷ । ସ୍ତ୍ରୀଙ୍କୁ ନେଇ ତାଙ୍କ ସଂସାର। ପରିଣତ ବୟସ ହେବା ସତ୍ତ୍ବେ ସେ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଇ ପରିବାର ପ୍ରତିପୋଷଣ କରିଥାନ୍ତି । କିନ୍ତୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ଦେଶରେ ଲକ୍‌ ଡାଉନ ଜାରି ରହିଛି । ତେଣୁ ସେ ଉପାର୍ଜନ କରିପାରୁ ନାହାନ୍ତି । ଏହାକୁ ଦୃଷ୍ଟିରେ ରଖି ଓମାୱା ପରିବାର ପକ୍ଷରୁ ଆଲବମ୍‌ ଅଭିନେତା ଭାରତଗୌରବ ଦାଶ ଓ କଣ୍ଠଶିଳ୍ପୀ ଦିଲୀପ କୁମାର ପଣ୍ଡା ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶୋଧନ ହେଲା ଜନଗହଳି ସ୍ଥାନ

ଛେଣ୍ଡିପଦା, ୭ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦାର ବିଭିନ୍ନ ଜନଗହଳି ସ୍ଥାନକୁ ମଙ୍ଗଳବାର ବିଶୋଧନ କରାଯାଇଛି ।ଅଗ୍ନିଶମ ବିଭାଗ ସେକ୍ସନ ଅଧିକାରୀ ମନୋରଞ୍ଜନ ବିଶ୍ବାଳଙ୍କ ନେତୃତ୍ୱରେ ଛେଣ୍ଡିପଦା...

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ...

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର...

ଗଞ୍ଜାମରେ ନୂଆ ଆର୍‌ଟିଓ

ଛତ୍ରପୁର,୨୬।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଆର୍‌ଟିଓ ଭାବେ ମାନସ ସାହୁ କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ ବରଗଡ଼ ଜିଲାରେ ଆର୍‌ଟିଓ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ଏବେ...

୧୦ ବଦଳରେ ୨ ଡାକ୍ତର

ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି।...

ସନ୍ଧ୍ୟାରେ ଶ୍ରୀମନ୍ଦିର ନିଷ୍ପତ୍ତି

ପୁରୀ ଅଫିସ, ୭।୧: ରାଜ୍ୟରେ ଦିନକୁ ଦିନ କୋଭିଡ ପଜିଟିଭ୍‌ ବଢିଚାଲିଛି। ତେବେ ରାଜ୍ୟରେ ଶୁକ୍ରବାର ଠାରୁ କୋଭିଡ୍‌ କଟକଣା ଲାଗୁ କରାଯାଇଛି। ରାତି ୯ରୁ...

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଯୁବକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧୩।୭(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ ଅଣ୍ଡାଳି ପଞ୍ଚାୟତ ଜାମବାହାଲ ଅଞ୍ଚଳର ଜଣେ ୪୦ ବର୍ଷିୟ ଯୁବକଙ୍କ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ଏନ୍‌ଏସିକୁ ୨୧ କୋଟିର ବକେୟା ଦେବ ଟିପିଏସ୍‌ଓଡିଏଲ

ଭଞ୍ଜନଗର,୧୪ା୩(ଡି.ଏନ.ଏ): ଭଞ୍ଜନଗର ମତ୍ସ୍ୟ ଯାଅଁାଳ ଉପତ୍ାଦନ କେନ୍ଦ୍ର ରୋଡ଼ରେ ଏନ୍‌ଏସି ପକ୍ଷରୁ ହୋଇଥିବା ଅଣୁ ଜୈବସାର ପରିଚାଳନା କେନ୍ଦ୍ରର ବିଦ୍ୟୁତ୍‌ ବିଲ ବାକି ଥିବାରୁ ଗତ...

Advertisement
Archives

Model This Week