ଲକ୍‌ ଡାଉନ ସମୟରେ ସହଯୋଗର ହାତ ବଢାଇଲା ଡାକବିଭାଗ

ଭବାନୀପାଟଣା,୨୨।୪(ସ୍ବ.ପ୍ର)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରୀବ ଅସହାୟ ଲୋକଙ୍କ ଜୀବନ ଶୈଳୀ ଉପରେ ପ୍ରଭାବ ପଡିଛି। ଏହି ସମୟରେ କଳାହାଣ୍ଡି ଜିଲା ଡାକ ମଣ୍ଡଳ ପକ୍ଷରୁ ୨୫୦ ଅସହାୟ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ଥୁଆମୁଲ ରାମପୁର ବ୍ଲକ କର୍ଲାପାଟ, ପୋଇଗୁଡା,ସଲପଙ୍ଗ ଓ ବଡଟିକ୍ରାଗୁଡା ଆଦି ଗ୍ରାମର ୨୫୦ ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା। ଡାକ ବିଭାଗର କଲ୍ୟାଣ ପାଣ୍ଠି ପକ୍ଷରୁ ଏହା ବଣ୍ଟନ କରାଯାଇଥିଲା। ଜିଲା ଡାକ ଅଧିକ୍ଷକ ତାରିଣୀ ଚରଣ ପାଢୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭବାନୀପାଟଣା ସହଡାକ ଅଧିକ୍ଷକ ମୋହନ ସୁନା, ଡାକ ସହାୟକ ସୋମ୍ୟରଞ୍ଜନ ନାଏକ, ତପନ କୁମାର ନାଏକ, କୈଲାସ ପୂଝାରୀ, ନରସିଂହ ଲହଜଲ ପ୍ରମୁଖ କର୍ମଚାରୀ ଉପସ୍ଥିତ ରହି ଏହା ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri