ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା ସୃଷ୍ଟି ହୋଇଛି। ସେପଟେ ଲଗାଣ ବର୍ଷାରେ ପୁଣି ଧୋଇଯାଇଛି ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ କନ୍ଧମାଳ-କଳାହାଣ୍ଡି ସୀମାନ୍ତ ୫୯ନଂ ଜାତୀୟ ରାଜପଥର ମଣ୍ଡଳପଦର ନିକଟ ଅସ୍ଥାୟୀ ଡାଇଭର୍ସନ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ଶହଶହ ଗାଡ଼ିମୋଟର। କଳାହାଣ୍ଡି- କନ୍ଧମାଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଥିବାବେଳେ ଯାତ୍ରୀ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ...

ରାସ୍ତା ମଝିରେ ଖାଲଖମା

ବଲସକୁମ୍ପା,୭ା୪: ସରକାର ଗମନା ଗମନର ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ପିଚୁ ରାସ୍ତା ନିର୍ମାଣ କରୁଛନ୍ତି। ଯେଉଁ ସ୍ଥାନଗୁଡ଼ିକରେ ରାସ୍ତାରୁ ପିଚୁ...

ଦାରିଙ୍ଗବାଡିରେ ଶୀତ ଉଭାନ, ହେଉନି ପର୍ଯ୍ୟଟକଙ୍କ ଭିଡ

ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି।...

ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡି,୨୨।୩(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର...

ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଇଓଙ୍କ ଜିମାଦେଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା...

ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା।...

ବେଆଇନ ଭାବେ କାଟୁଥିଲେ: ଗଛ ପଡ଼ି ଚାଲିଗଲା ବୃଦ୍ଧଙ୍କ ଜୀବନ

କୋଟଗଡ଼/ବାଲିଗୁଡ଼ା,୨୩ା୧୦(ଡି.ଏନ୍‌.ଏ.): ବାଲିଗୁଡ଼ା ଥାନା କୁଟିକିଆ ଝୁଲାପୋଲ ନିକଟ ଡ୍ରିପଙ୍ଗା ପାର୍ଶ୍ୱରେ ରବିବାର କେହି ଦୁର୍ବୃତ୍ତ ବେଆଇନ ଭାବେ ଗଛ କାଟୁଥିବା ବେଳେ ଗଛ ପଡ଼ି ଜଣେ...

ଭାସିଗଲା କାଠପୋଲ, ଯୋଗାଯୋଗ ବିଚ୍ଛିନ୍ନ

କୋଟଗଡ଼/କ.ନୂଆଗାଁ/ବାଲିଗୁଡ଼ା, ୮ା୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଭାସିଯାଇଛି କାଠପୋଲ। ଲହଡ଼ି ମାରୁଛି ଉଛୁଳା ଜଳ। ନାଳର ଏପାଖ ଲୋକ ସେପାଖକୁ ଯାଇପାରୁଛନ୍ତି ନା ସେପାଖ ଲୋକ ଏପାଖକୁ।...

Advertisement
Archives

Model This Week