ଭବାନୀପାଟଣା,୧୩।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁର ହୀରାମଣି ସେନାପତି (୩୭)ଙ୍କ ଘର ଗତ ରବିବାର ଲଗାଣ ବର୍ଷାରେ ଭାଙ୍ଗି ଯାଇଥିଲା। ଏ ନେଇ ତାଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।
ସୂଚନାଯୋଗ୍ୟ, ହୀରାମଣିଙ୍କ ସ୍ବାମୀ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିବା ବେଳେ ସେ ୫ ଜଣ ପିଲାଙ୍କୁ ଧରି ଉକ୍ତ ଘରେ ରହୁଥିଲେ। ହେଲେ ରବିବାର ରାତିରେ ଘରେ ଶୋଇଥିବା ବେଳେ ଘର କାନ୍ଥ ଓ ଛାତ ଭାଙ୍ଗିଯାଇଥିଲ। ଏହି ଦୁର୍ଘଟଣାରୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। । ବର୍ତ୍ତମାନ ସେ ତାଙ୍କ ପିଲାମାନଙ୍କୁ ଧରି ପଡ଼ୋଶୀଙ୍କ ଘରେ ରହୁଥିବା ବେଳେ ସରକାରୀ ଯୋଜନାରେ ତାଙ୍କୁ ଏକ ବାସଗୃହ ଯୋଗାଇ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଡମ୍ବରୁଧର ସେନାପତିଙ୍କୁ ପଚାରିବାରୁ ତାଙ୍କର କାନ୍ଥ ଭାଙ୍ଗି ଯାଇଛି, ତଦନ୍ତ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…
ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…
ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ
ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…
ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ
ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…
ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି
ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…
ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…
ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…
ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ
କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…
ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ
ପୁରୀ,୨6ା୭(ଅଜିତ୍ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…
ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…
Archives

