ଲଗାଣ ବର୍ଷା: କାନ୍ଥ ପଡ଼ି ୪ ଆହତ

ପାଟପୁର,୫।୯(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ୍‌ ଟି.ଗୋବିନ୍ଦପୁର ପଞ୍ଚାୟତ ନବକୃଷ୍ଣପୁର ଗ୍ରାମରେ ଲଗାଣ ବର୍ଷାରେ ମଙ୍ଗଳବାର ରାତିରେ କାନ୍ଥ ପଡି ଗୋଟିଏ ପରିବାରର ୪ ଜଣ ଆହାତ ହୋଇଛନ୍ତି ା ସେମାନେ ହେଲେ ପନିନା ଶବର, ସୁଶିଳା ଶବର, ଉମେଶ ଶବର ଓ ଟିଙ୍ଗିରି ଶବର। ଘର ଭିତରେ ଖାଇ ବସିଥିବା ସମୟରେ ରାତି ପ୍ରାୟ ୧୦ଟାରେ ଇଟା କାନ୍ଥ ପଡିଯାଇଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ପନିନା ଓ ସୁଶିଳାଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri