ଲଗାଣ ବର୍ଷା ଯୋଗୁ ମୁନିଗୁଡ଼ା ବ୍ଲକର ୩ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

ରାୟଗଡ଼ା,୧୩।୮(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଇଚ୍ଛାପୁର ପଞ୍ଚାୟତର କୁଟୁଣିପଦର ଗ୍ରାମ ନାଳରେ ବର୍ଷାଜଳ ପ୍ରବାହିତ ଯୋଗୁ ୩ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗାଁକୁ ସଂଯୋଗ କରୁଥିବା ବ୍ରିଜ ଗତ ବର୍ଷାରେ ଭାଙ୍ଗି ଯାଇଥିବା ବେଳେ ତାହା ଏଯାବତ୍‌ ମରାମତି ହୋଇପାରିନାହିଁ। ନାଳରେ ପାଣି ବଢିବାରୁ ଗିରିଲିଗୁଡା, ଲୋହରାପଦର ଓ କୁଟୁଣୀପଦର ୩ଟି ଗ୍ରାମକୁ ଯାତାୟାତ ଠପ୍‌ ହୋଇଯାଇଛି। ଜଳସ୍ତର କମିଲେ କେନାଲ ମରାମତି କରାଯିବ ବୋଲି ମୁନିଗୁଡା ବିଡିଓ ଦିଲ୍ଲୀପ କୁମାର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri