ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ

ଗୋପାଳପୁର,୪ା୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମଙ୍ଗଳବାର ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଗୋପାଳପୁର ବନ୍ଦରରେ ଲୋ ମାର୍କ ଥିବାବେଳେ ବୁଧବାର ଏହା ୱେଲମାର୍କରେ ପରିବର୍ତ୍ତନ ହେବାକୁ ଯାଉଛି। ଫଳରେ ସମୁଦ୍ର ଅଶାନ୍ତ ରହିବା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ରରେ ଉଚ୍ଚ ଜୁଆର ଯୋଗୁ ପର୍ଯ୍ୟଟକମାନେ ଗାଧୋଇବାର ମଜା ଉଠାଇ ପାରୁନାହାନ୍ତି। ମଙ୍ଗଳବାର ଗଞ୍ଜାମ ଜିଲାରେ ୧୫ ରୁ ୧୬ ମିମି ବର୍ଷା ହୋଇଛି। ବଡ଼ ବଡ଼ ଜୁଆର ଆସି କୂଳ ଲଙ୍ଘୁଥିବା ଡପଲର ଇନ୍‌ଚାର୍ଜ ଉମା ଶଙ୍କର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶଠାରୁ ବହୁ ପଛରେ ଗଞ୍ଜାମ ଏନ୍‌ଏସି: ସହରର ଉନ୍ନତି ପାଇଁ ଭାଜପା ପକ୍ଷରୁ ଦାବିପତ୍ର

ଗଞ୍ଜାମ,୨୮।୯(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଦୀର୍ଘ ୧୦ ବର୍ଷଧରି ବିକାଶ ହେଉ ନ ଥିବା ଭାଜପା ବ୍ଲକ ପକ୍ଷରୁ ପ୍ରତିବାଦ କରାଯାଇଛି। ସହରର ବିଭିନ୍ନ ସମସ୍ୟା ସମାଧାନ...

ମନ ଦୃଢ଼ ଥିଲେ ବୟସ ହାର ମାନେ: ଦୋକାନ ଦେଇଛି ଉଭୟଙ୍କୁ ସ୍ବତନ୍ତ୍ର ପରିଚୟ

କେନ୍ଦୁଝର, ୨୪ା୭ (ସ୍ବ.ପ୍ର.) (ନରେଶ ଚନ୍ଦ୍ର ପଟ୍ଟନାୟକ): ମନ ଦୃଢ ଥିଲେ ବୟସ ମଧ୍ୟ ହାର ମାନିଥାଏ। ପରିଣତ ବୟସରେ ଅନେକ ଘରେ ବିଶ୍ରାମ ନେଇ...

କରୋନା ପାଇଁ ପଡ଼ିପାରୁନି ହାତଗଣ୍ଠି

ସମ୍ବଲପୁର, ୨୫। ୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ସମଗ୍ର ଦେଶବାସୀ ଭୟଭିତ। ଏହାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ...

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ...

ଆନ୍ଦୋଳନ ଯୋଗୁ ୧.୪୭ କୋଟି କ୍ଷତି

ତାଳଚେର,୧୧ା୧୦(ନି.ପ୍ର.)- ସୋଲଡା ରୋଡ ସେଲ ପଏଣ୍ଟରୁ ଟ୍ରକ୍‌ରେ କୋଇଲା ପରିବହନ ଦାବି କରି ତାଳଚେର ବ୍ଲକ ଡଅଁରା ଗ୍ରାମବାସୀ ଓ ବଳରାମ ଟ୍ରକ୍‌ ଆସୋସିଏଶନ ପକ୍ଷରୁ...

ହୋଲିରେ ଅଘଟଣ: ଇନ୍ଦାବତୀରେ ଗାଧୋଇବା ବେଳେ ବୁଡ଼ିଯାଇ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ୩ ବନ୍ଧୁ

ନବରଙ୍ଗପୁର,୧୦।୩(ବି.ପ୍ର.): ନବରଙ୍ଗପୁର ସହର ଇନ୍ଦ୍ରାବତୀ ନଦୀରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇଚ୍ଛାବତୀଗୁଡ଼ାର ଆଦିତ୍ୟ ନାୟକ(୨୫)। ହୋଲି ଖେଳ ସରିବା...

ବଜ୍ରପାତରେ ଜଣେ ମୃତ

ପଦ୍ମପୁର,୮।୯(ଡି.ଏନ୍‌.ଏ.) : ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମଳା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଏବଲ ଶିଖା (୫୫)। ଶନିବାର...

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି...

Coronavirus Update


Archives

Model This Week

Why Dharitri