ଲଘୁଚାପ ବର୍ଷା : ବଜାର ଅଞ୍ଚଳରେ ଆଣ୍ଠୁଏ ପାଣି

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ଅଞ୍ଚଳରେ ବର୍ଷା ଯୋଗୁ ବଜାର ଅଞ୍ଚଳ ରାସ୍ତାରେ ୨ଫୁଟ ପାଣି କେନାଲ ସଦୃଶ ହୋଇଛି। ଡ୍ରେନ ସମସ୍ୟା ଲାଗି ବଜାର ଅଞ୍ଚଳରେ କୁଢ କୁଢ ବର୍ଜ୍ୟବସ୍ତୁ ରାସ୍ତାରେ ଜମା ହୋଇଛି। ଏପରିସ୍ଥଳେ ବଜାର ଅଞ୍ଚଳରେ ଥିବା ବିଭିନ୍ନ ବ୍ୟବସାୟ ଅନୁଷ୍ଠାରେ ପାଣି ଭର୍ତ୍ତି ହେବାରୁ ବ୍ୟାପକ କ୍ଷତି ହୋଇଥିବା ଅଭିଯୋଗ ହୋଇଛି। ତେଲକୋଇ ବଜାର ଅଞ୍ଚଳ ପାଇଁ ପିଡବ୍ଲ୍ୟୁଡି ବିଭାଗ ପକ୍ଷରୁ ରାସ୍ତାର ଉଭୟ ପକ୍ଷରୁ ଡ୍ରେନ ନିର୍ମାଣର ଯୋଜନା କରାଯାଇଥିଲା। ତେବେ ପ୍ରଶାସନ ଏହାକୁ ଅମାନ୍ୟ କରିବାରୁ ଏଭଳି ସମସ୍ୟା ଉପୁଜୁଥିବା ଅଭିଯୋଗ କରାଯାଇଥିଲେ ବି ଏହାର ସମାଧାନ ହୋଇପାରୁ ନାହିଁ। ତେବେ ସ୍ଥାନୀୟବାସୀ ତୁରନ୍ତ ଏହାର ପ୍ରତିକାର କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଫଏମ୍‌ ସ୍ବୟଂଶାସିତ କଲେଜ: ପ୍ରକାଶ ପାଇଲା ସ୍ନାତକ, ସ୍ନାତକୋତ୍ତର ପରୀକ୍ଷା ଫଳ

ବାଲେଶ୍ୱର ଅଫିସ, ୧୧।୬- ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକ ଓ ସ୍ନାତକୋତ୍ତର ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ଯୁକ୍ତ ୩...

୭ କ୍ରଶର ଉପରେ ଚଢ଼ାଉ

ସଜନାଗଡ଼, ୧୯।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ପ୍ରଶାସନ ପକ୍ଷରୁ ଶୁକ୍ରବାର ମିତ୍ରପୁର ଅଞ୍ଚଳରେ ଥିବା ୭ଟି ପଥର କ୍ରଶର ଉପରେ ଚଢ଼ାଉ କରାଯାଇଛି। ନୀଳଗିରି ଉପ-ଜିଲାପାଳ ହରିଶ୍‌...

ମାଲବାହୀ ଟ୍ରକ୍‌ ଧକ୍କାରେ ଜଣେ ମୃତ

ଜଳେଶ୍ବର, ୩୦।୮: ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ...

ନକଲି ବାଣ କାରଖାନା ଠାବ: ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

ସଜନାଗଡ଼,୧୨।୧୦(ଡି.ଏନ.ଏ.)-ନୀଳଗିରି ଥାନା ମଲ୍ୟାଣି ଗ୍ରାମର ଏକ ନକଲି ବାଣ କାରଖାନା ଉପରେ ଶନିବାର ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି।...

୧୨ଟି ପଞ୍ଚାୟତର ଶହ ଶହ ଏକର ଚାଷ ଜମି ଜଳମଗ୍ନ

ବସ୍ତା,୨୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବନ୍ୟା ସୃଷ୍ଟି ହୋଇଛି। ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ ଜଳକା ନଦୀ ଫୁଲିବା...

ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ

ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍‌...

ସୁବର୍ଣ୍ଣରେଖା ସଇରାତରେ ୧୪୪ ଧାରା ଜାରି

ଜଳେଶ୍ୱର, ୭ା୨(ଡି.ଏନ.ଏ.): ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିଲାଲ ଚଭନଙ୍କ ଉପରେ ବାଲି ଚୋରାଚାଲାଣକାରୀଙ୍କ ଆକ୍ରମଣ ପରେ ଜିଲା ପ୍ରଶାସନ ତତ୍ପର ହୋଇପଡିଛି। ସୋମବାର ସୁବର୍ଣ୍ଣରେଖା ନଦୀର...

ମାଟ୍ରିକ ପରୀକ୍ଷାରେ ଅକୃତକାର୍ଯ୍ୟ ହେବାରୁ ଛାତ୍ରଙ୍କ ଆତ୍ମହତ୍ୟା

ବସ୍ତା, ୨୧।୫(ସ୍ବ.ପ୍ର.)-ମଙ୍ଗଳବାର ପ୍ରକାଶ ପାଇଛି ଚଳିତବର୍ଷର ମାଟ୍ରିକ ପରୀକ୍ଷାଫଳ। ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇ ବାଲେଶ୍ୱର ଜିଲା ବସ୍ତା ଥାନା ପଣ୍ଡରୁଙ୍ଗି ଗ୍ରାମର ଜଣେ ଦଶମ ଶ୍ରେଣୀର...

Advertisement
Archives

Model This Week