ଲଘୁଚାପ: ବୁଧବାରରୁ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ରେ ୫ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଏବଂ ୮ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ଦେଖିବେ ମୁଖ୍ୟମନ୍ତ୍ରୀ: ଟୁଇନ୍‌ ସିଟିକୁ ଜଗିଛନ୍ତି ୮୨ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ମ୍ୟାଚ୍‌ ପାଇଁ ଟୁଇନ୍‌ ସିଟିରେ କମିଶନରେଟ୍‌ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କଟକରେ ୬୨ ପ୍ଲାଟୁନ...

ଶାଗମାଛ ଦରରେ ଜମି କିଣିବାକୁ ମସୁଧା

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ବାମ ଓ ଡାହାଣ ପାର୍ଶ୍ୱ ସପ୍ତମାତୃକା ମନ୍ଦିର ନିକଟରେ ୨ଟି ଆନିକଟ (ବ୍ୟାରେଜ) ନିର୍ମାଣାଧୀନ...

ବୁଥ୍‌ରେ ଉତ୍ତେଜନା, ମତଦାନ ବନ୍ଦ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏସ କରଡାସିଂ ପଞ୍ଚାୟତ ମତଦାନ କେନ୍ଦ୍ରରେ ଉତ୍ତେଜନା ପ୍ରକାଶ ପାଇଛି। ଭୋଟର ତାଲିକାରେ ନାଁ ନ ଥିବାରୁ...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜି.ଉଦୟଗିରିି,୩୧ା୧୨(ଡି.ଏନ.ଏ.): ଜି.ଉଦୟଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି. ଯୁଗ୍ମ ଅଭିଯୋଗ ଶୁଣାଣି କରିଥିଲେ। ଏଥିରେ ସମୁଦାୟ ୧୬୩...

‘ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ୍‌ କର’

କଟକ ଅଫିସ, ୨୫ା୮: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ ନେଇ ସ୍ବଚ୍ଛତା ନିମନ୍ତେ ଖାଉଟି ସାମଗ୍ରୀ ବଣ୍ଟନର ସୋସିଆଲ ଅଡିଟ କର। ଏହାର ଭିଡିଓଗ୍ରାଫି...

ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ

ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା,...

ନୂଆଗଁ। ରାସ୍ତାରେ ଡ୍ରେନ ନିର୍ମାଣକୁ ବିରୋଧ

ପୁରୁଣା ଭୁବନେଶ୍ୱର,୨୧।୬ (ଡି.ଏନ.ଏ.) : ବର୍ଷ ବର୍ଷ ଧରି ନୂଆଗଁ। ମ୍ୟୁନିସିପାଲିଟି ରାସ୍ତା ବର୍ଷା ଦିନେ ଶୋଚନୀୟ ହୋଇପଡୁଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିରେ ସୁଧାର ଆଣି...

ପାରିବାରିକ କଳହ: ଆତ୍ମହତ୍ୟା କଲେ ୪ସ୍ତ୍ରୀଙ୍କ ସ୍ବାମୀ

ଭଦ୍ରକ ଅଫିସ,୨୬।୧୦: ପାରିବାରିକ ଅଶାନ୍ତିକୁ ସହ୍ୟ କରି ନ ପାରି ଶେଷରେ ୪ ସ୍ତ୍ରୀ ଗ୍ରହଣ କରିଥିବା ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ...

Advertisement
Archives

Model This Week