Posted inଖେଳ

ଲଣ୍ଡନରେ ଛୁଟି କାଟୁଛନ୍ତି ବିରାଟ-ଅନୁଷ୍କା, ରାଗିଲେ ଫ୍ୟାନ୍‌

ଲଣ୍ଡନ, ୧୪।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ଭାରତର ପରାଜୟକୁ ନେଇ ଦେଶରେ ନିରାଶାର ମାହୋଲ ଖେଳିଯାଇଥିବାବେଳେ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କୁ ଧରି ଲଣ୍ଡନରେ ଛୁଟି ମନାଉଛନ୍ତି। ବିଶ୍ୱକପ ଦଳରେ ସାମିଲ ଥିବା ଅଧିକାଂଶ ଖେଳାଳି ଭାରତ ଫେରିଛନ୍ତି। କିନ୍ତୁ ବିରାଟ ଭାରତ ନ ଫେରି ଲଣ୍ଡନରେ ବୁଲୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ଭାରତୀୟ ଫ୍ୟାନ୍‌ କ୍ଷୁବ୍ଧ ହୋଇଛନ୍ତି। ଏପେଟେ ଦର୍ଶକ ହୃଦଘାତରେ ମୃତ୍ୟୁବରଣ କରୁଥିବାବେଳେ ସେପଟେ ପିଜା-ବର୍ଗରର ମଜା ନେଉଛନ୍ତି ଅଧିନାୟକ ବୋଲି ଦର୍ଶକ କହିଛନ୍ତି। ସ୍ତ୍ରୀଙ୍କ ସହ ବୁଲିବା ପାଇଁ ବିରାଟ ସେମିଫାଇନାଲରେ ଖେଳିଲେ ନାହିଁ ବୋଲି ଆଉ କିଛି ଦର୍ଶକ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri