ଲଣ୍ଡନରେ ରୁଚି ଉଦ୍ୟୋଗ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨୯-୮: ଓଡ଼ିଆ ସୋସାଇଟି ଅଫ୍‌ ୟୁନାଇଟେଡ କିଙ୍ଗଡମ୍‌ ପକ୍ଷରୁ ଏହାର ୪୦ତମ ବାର୍ଷିକ ଉତ୍ସବରେ ଶ୍ରେଷ୍ଠ ଉଦ୍ୟୋଗ ଭାବେ ପ୍ରମୁଖ ମସଲା କମ୍ପାନୀ ରୁଚିକୁ ସମ୍ବର୍ଦ୍ଧିତ କରାଯାଇଛି। ରୁଚି ପକ୍ଷରୁ ଏହାର ପରିଚାଳନା ନିର୍ଦ୍ଦେଶକ ଶରତ କୁମାର ସାହୁ ଏହି ଅବସରରେ ପୁରସ୍କାର ଗ୍ରହଣ କରିଥିଲେ। କାର୍ଯ୍ୟକ୍ରମକୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଉଦଘାଟନ କରିଥିଲେ। ଏହି ସୋସାଇଟି ଓଡ଼ିଶାର ପରମ୍ପରାକୁ ବଞ୍ଚାଇ ରଖି ଥିବାରୁ ରୁଚି ପକ୍ଷରୁ ଶିବ ରଞ୍ଜନ ବିଶ୍ୱାଳ, ସୁମନ୍ତ ମାନସିଂହ, ଡ. ପ୍ରକାଶ ଦେ, ଦେବକାନ୍ତ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଗାମୀ ଦିନରେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ଜାରି ରଖିବାରେ ରୁଚି ଏହାର ଯୋଗଦାନ ରଖିବ ବୋଲି ଏହାର ନିର୍ଦ୍ଦେଶିକା ରଶ୍ମି ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପ୍ଲାନେଡ ଓ୍ବାନ ପାଳିଲା ପ୍ରଥମବର୍ଷ ପୂର୍ତ୍ତି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ ପକ୍ଷରୁ ପ୍ରଥମ ବର୍ଷ ପୂର୍ତ୍ତି ଏବଂ ବାହୁଡା ଯାତ୍ରା ମଲ୍‌ ପରିସରରେ ପାଳିତ ହୋଇଯାଇଛି। ଏହା ସହ କେକ୍‌ କାଟି...

ସେପ୍ଟେମ୍ବର ୫ରୁ ଜିଓ ଗିଗାଫାଇବର ସେବା;ମାଗଣାରେ ମିଳିବ ଏଚ୍‌ଡି ଟିଭି, ସେଟ୍‌ଟପ୍‌ ବକ୍ସ

ମୁମ୍ବାଇ,୧୩-୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ(ଆର୍‌ଆଇଏଲ୍‌) ଅଧ୍ୟକ୍ଷ ମୁକେଶ ଅମ୍ବାନୀ ସୋମବାର କମ୍ପାନୀର ୪୨ତମ ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ରେ ବ୍ରଡ୍‌ବ୍ୟାଣ୍ଡ ସେବା ଜିଓ ଗିଗା ଫାଇବର ଆରମ୍ଭ...

୪୦ ହଜାର କୋଟି କମିବ ଜିଏସ୍‌ଟି ଆଦାୟ;ବଢ଼ୁଛି ରାଜ୍ୟଗୁଡ଼ିକର ମୁଣ୍ଡବ୍ୟଥା

ନୂଆଦିଲ୍ଲୀ,୨୪-୯: ଗତ ଶୁକ୍ରବାର ଜିଏସ୍‌ଟି କାଉନସିଲର ୩୭ତମ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗୋଟିଏ ଦୁଇଟିକୁ ଛାଡ଼ି ଦେଲେ ହୋଟେଲ ଶିଳ୍ପ ସମେତ କେତେକ...

କେନ୍ଦ୍ର ଦେଲା ୬ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଓଡିଶା ସମେତ ୧୬ ରାଜ୍ୟ ଏବଂ ୩ କେନ୍ଦ୍ର ଶାସିତ ଅଞ୍ଚଳକୁ ଜିଏସ୍‌ଟି କ୍ଷତିପୂରଣ ଭାବେ ୬ ହଜାର କୋଟି ଟଙ୍କା...

ବନ୍ଦ ହେବନି ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୨୭-୬: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ବିଏସ୍‌ଏନ୍‌ଏଲ୍‌ ଏବଂ ଏମ୍‌ଟିଏନ୍‌ଏଲ୍‌ ବନ୍ଦ ହେବ ନାହିଁ। ଏହି କମ୍ପାନୀଗୁଡିକର ପୁନରୁଦ୍ଧାର ଲାଗି ବିସ୍ତୃତ ଯୋଜନା ବର୍ତ୍ତମାନ ପ୍ରସ୍ତୁତ ହେଉଛି।...

ବଡ ଏନ୍‌ବିଏଫ୍‌ସି ପାଇଁ କଡାକଡି ହେଉ ନିୟମ

ନୂଆଦିଲ୍ଲୀ: ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଦୃଢତା ବଜାୟ ରଖିବା ଲାଗି ବଡ ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକ ଲାଗି ନିୟମ କଡାକଡି ହେବାର ଆବଶ୍ୟକତା ରହିଥିବା...

୧.୫ କୋଟି ନିଯୁକ୍ତି ଉପରେ କଳାବାଦଲ

ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇ ରହିଥିବାରୁ ରପ୍ତାନି...

ସିଏସ୍‌ଆର୍‌ରେ ରିଲାଏନ୍ସର ସହଯୋଗ ଅନ୍ୟତମ

ମୁମ୍ବାଇ,୧୨।୧୨:  ମୁକେଶ ଅମ୍ବାନୀଙ୍କ ନେତୃତ୍ୱାଧୀନ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ ୨୦୨୦-୨୧ ଆର୍ଥିକ ବର୍ଷରେ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) ଯୋଗଦାନ କ୍ଷେତ୍ରରେ କମ୍ପାନୀର ଭୂମିକା ଅଗ୍ରଣୀ ରହିଛି।...

Advertisement
Archives

Model This Week