ଲବଙ୍ଗ ତେଲରେ ରହିଛି ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ

ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର  ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ମଧ୍ୟ ବ୍ୟବହୃତ ହୋଇଥାଏ । ଏହା ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ ରହିଛି। ଏହାର ତେଲକୁ ମୁହଁରେ ଲଗାଇଲେ ନାଲି ବ୍ରଣ ସମସ୍ୟାରୁ ମୁକ୍ତି ମିଳେ। ତେବେ ଜାଣନ୍ତୁ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ କିପରି କରିବେ ଲବଙ୍ଗର ବ୍ୟବହାର..

– ଲବଙ୍ଗରେ ଆଣ୍ଟିସେଫ୍ଟି, ଭିଟାମିନ୍‌ ସି, ଭିଟାମିନ୍‌ ଇ, ଆଣ୍ଟି ବ୍ୟାକ୍ଟେରିଆଲ ଗୁଣ ରହିଥାଏ। ଏହା ତ୍ୱଚା ଭିତରକୁ ଯାଇ ଅନେକ ସମସ୍ୟା ଦୂର କରିଥାଏ।

– ଯଦି ବ୍ରଣ ବା ନାଲି ଦାଗ ସମସ୍ୟା ନେଇ ଚିନ୍ତିତ ଥାଆନ୍ତି, ତେବେ ଏଥିରୁ ମୁକ୍ତି ପାଇବା ଲାଗି ଲବଙ୍ଗ ତେଲ ବ୍ୟବହାର କରନ୍ତୁ। ଏହାର ତେଲ ଶରୀରର ଶୁଷ୍କତାକୁ ଦୂର କରିଥାଏ।

-ପ୍ରାକୃତିକ ଉଜ୍ଜ୍ୱଳ ତ୍ୱଚା ପାଇବା ପାଇଁ ଏହି ତେଲ ମୁହଁରେ ମାଲିସ କଲେ ଖୁବ୍‌ ଅଳ୍ପଦିନ ମଧ୍ୟରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଥାଏ।

– ଲବଙ୍ଗ ତେଲ ଅଧିକ କଟୁ ହୋଇଥାଏ। ଯଦି ଏହାକୁ ବ୍ୟବହାର କରୁଛନ୍ତି, ତେବେ ବାଦାମ କିମ୍ବା ନଡ଼ିଆ ତେଲରେ ମିଶାଇ ବ୍ୟବହାର କରନ୍ତୁ। ନଚେତ ଖାଲି ୨ରୁ ୩ ବୁନ୍ଦା ବ୍ୟବହାର କରନ୍ତୁ।

– ୨ ବୁନ୍ଦା ଲବଙ୍ଗ ତେଲ ଓ ୫ ବୁନ୍ଦା ନଡ଼ିଆ ତେଲ ମିଶାଇ ମୁହଁରେ ମାଲିସ କଲେ ଚର୍ମ କୁଞ୍ଚନ ସମସ୍ୟା ମଧ୍ୟ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri