‘ଲଭ୍‌ ଆଜ୍‌ କଲ୍‌-୨’ର ପ୍ରଥମ ପୋଷ୍ଟର ରିଲିଜ, ରୋମାଣ୍ଟିକ ଭାବେ ନଜର ଆସିଲେ ସାରା-କାର୍ତ୍ତିକ

ବମ୍ବେ: ରିଲିଜ ହୋଇଛି ସୈଫ ଲଳନା ସାରା ଅଲ୍ଲୀ ଖାଁ- ଅଭିନେତା କାର୍ତ୍ତିକ ଆର୍ୟନ ଅଭିନୀତ ଫିଲ୍ମ ‘ଲଭ ଆଜ୍‌ କଲ-୨’ର ପ୍ରଥମ ଲୁକ୍‌। ଉଭୟ ନିଜ ନିଜର ସୋସିଆଲ ପୃଷ୍ଠାରେ ଫିଲ୍ମର ପୋଷ୍ଟରକୁ ଶେୟାର କରିଛନ୍ତି। ଏଥିରେ ଉଭୟଙ୍କୁ ରୋମାଣ୍ଟିକ୍‌ ଭାବେ ଦେଖିବାକୁ ମିଳୁଛି। ଫଳରେ ଚଳଚ୍ଚିତ୍ରରେ ରୋମାନ୍ସର ଭରପୂର ଡୋଜ୍‌ ରହିଥିବା କୁହାଯାଉଛି।

ଫିଲ୍ମର ଟ୍ରେଲର ଶୁକ୍ରବାର ରିଲିଜ ହେବାକୁ ଥିବା ବେଳେ ଫେବୃୟାରୀ ୧୪ରେ ଏହା ପରଦାକୁ ଆସିବ। ସାରା-କାର୍ତ୍ତିକଙ୍କ ଛଡ଼ା ଫିଲ୍ମରେ ରଣଦୀପ ହୁଡ୍ଡା ଏବଂ ଆରୁଷି ଶର୍ମା ପ୍ରମୁଖ ଭୂମିକାରେ ନଜର ଆସିବେ। ଇମ୍‌ତିଆଜ ଅଲ୍ଲୀ ଓ ଦିନେଶ ବିଜାନ ପ୍ରଯୋଜନା ଭାର ସମ୍ଭାଳିଛନ୍ତି। ୨୦୦୯ରେ ରିଲିଜ ହୋଇଥିବା ଫିଲ୍ମ ‘ଲଭ ଆଜ୍‌ କଲ୍‌’ର ଏହା ସିକୁଏଲ। ପୂର୍ବ ଫିଲ୍ମରେ ସୈଫ ଅଲ୍ଲୀ ଖାନ ଏବଂ ଦୀପିକା ମୁଖ୍ୟ ଭୂମିକାରେ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri