Posted inଜାତୀୟ

ଲଶ୍କର ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୨।୬: ଜମ୍ମୁ-କାଶ୍ମୀରର ଶୋପିଆନ ଜିଲାରୁ ଜଣେ ଲଶ୍କର ଆତଙ୍କବାଦୀଙ୍କୁ ଗିରଫ କରିଛି। ଆତଙ୍କବାଦୀ ଜଣକ ଜାକିର ଅହମ୍ମଦ ଖାନ। ତାଙ୍କ ନିକଟରୁ ବନ୍ଧୁକ ଏବଂ ଅନ୍ୟାନ୍ୟ ଗୋଳାବାରୁଦ ଜବତ ହୋଇଛି। ସୋପିଆନ ଜିଲାର ଜାନିପୋରା ଅଞ୍ଚଳରେ ଜଣେ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ କରିଥିଲେ। ସେହି ସମୟରେ ପୋଲିସ ଜାକିରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୃଷକ ଆନ୍ଦୋଳନ ଯୋଗୁ ବର୍ଷକରେ ୬୦ ହଜାର କୋଟି କ୍ଷତି…

ନୂଆଦିଲ୍ଲୀ,୩୦।୧୧: ଦିଲ୍ଲୀ ଏବଂ ଏହାର ଆଖପାଖ ରାଜ୍ୟରେ କୃଷକଙ୍କ ଆନ୍ଦୋଳନ ଯୋଗୁ ଏକ ବର୍ଷ ମଧ୍ୟରେ ପ୍ରାୟ ୬୦ ହଜାର କୋଟି ମୂଲ୍ୟର କାରବାର କ୍ଷତି...

ବୁଲେଟ ଶାସନ -ଭିଡ଼ ହିଂସା ଶାସନ ଗଣତନ୍ତ୍ର ବିରୋଧୀ: ମଲ୍ଲିକାର୍ଜୁନ…

ନୂଆଦିଲ୍ଲୀ,୧୬।୪ : ଗ୍ୟାଙ୍ଗଷ୍ଟର ତଥା ପୂର୍ବତନ ଏମ୍‌ପି ଅତିକ ଅହମ୍ମଦ ଏବଂ ତାଙ୍କ ଭାଇ ଆଶରଫଙ୍କୁ ପ୍ରୟାଗରାଜରେ ଗୁଳି କରି ହତ୍ୟା କରିବାକୁ ନେଇ କଂଗ୍ରେସ...

ବେଙ୍ଗାଲୁରୁରେ ରାତିଅଧିଆ ଦଙ୍ଗା

ବେଙ୍ଗାଲୁରୁ,୧୩ା୮: ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ପୋଷ୍ଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁରେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଛି। ଏହାକୁ ନେଇ...

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ...

ଅବିଶ୍ୱାସ ପ୍ରସ୍ତାବ ଉପରେ ଆଜି ପାର୍ଲାମେଣ୍ଟରେ ହେବ ବିତର୍କ, ସରକାରଙ୍କୁ ଟାର୍ଗେଟ କରିବେ ରାହୁଲ

ନୂଆଦିଲ୍ଲୀ,୮।୮: ବିରୋଧୀଙ୍କ ଦ୍ୱାରା ସରକାରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ମଙ୍ଗଳବାର ଲୋକ ସଭାରେ ଆଲୋଚନା ହେବ। ଆଜି ଅନୁଷ୍ଠିତ ହେବାକୁ ଥିବା ଏହି ଆଲୋଚନାର ବିଶେଷତ୍ୱ...

ଦିଲ୍ଲୀ ହିଂସା: ଭୟରେ ଘର ଛାଡୁଛନ୍ତି ଲୋକେ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ଦେଖାଦେଇଥିବା ହିଂସା ଯୋଗୁ ଭୟରେ ଲୋକ ଘର ଛାଡୁଛନ୍ତି। ବ୍ୟାପକ ସୁରକ୍ଷାକର୍ମୀ ତଥା ପୋଲିସ ମୁତୟନ ପରେ ମଧ୍ୟ ହିଂସା ଥମୁ ନ...

ପାକ୍‌ର ଅସ୍ତ୍ରଭର୍ତ୍ତି ଡ୍ରୋନ୍‌କୁ ଖସାଇଲା ବିଏସ୍‌ଏଫ୍‌

ଜମ୍ମୁ,୨୧ା୬(ପି.ଟି.): ଅନ୍ତର୍ଜାତୀୟ ସୀମା ନିକଟବର୍ତ୍ତୀ ଜମ୍ମୁ-କଶ୍ମୀରର କଠୁଆ ଜିଲା ଉପରେ ଉଡ଼ୁଥିବା ପାକିସ୍ତାନର ଏକ ଡ୍ରୋନ୍‌କୁ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଶନିବାର ଖସାଇଦେଇଛି।...

ସୂର୍ଯ୍ୟରେ ନିଶ୍ଚିହ୍ନ ହୋଇପାରେ ୧୩ଲକ୍ଷ ପୃଥିବୀ, ୫ବିଲିୟନ ବର୍ଷ ପରେ ହୋଇଯିବ ସୂର୍ଯ୍ୟର ଅନ୍ତ

ଚନ୍ଦ୍ରର ଦକ୍ଷିଣ ଭାଗରେ ଅବତରଣ କରି ଇତିହାସ ସୃଷ୍ଟି କରିବା ପରେ ଇସ୍ରୋ ଆରମ୍ଭ କରିଛି ସୂର୍ଯ୍ୟ ମିଶନ। ଶନିବାର ଆଦିତ୍ୟ ଏଲ୧ ରେ ଶ୍ରୀହରିକୋଟାସ୍ଥିତ...

Advertisement
Archives

Model This Week