Posted inଖେଳ

ଲାଇଟ୍ସରେ ପ୍ରାକ୍ଟିସ କରିବ ବିରାଟ ବାହିନୀ

ଇନ୍ଦୋର,୧୨।୧୧- ଭାରତୀୟ ଦଳ ପ୍ରଥମ ଥର ପାଇଁ ଦିବା ରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ମ୍ୟାଚ୍‌ ଇଡେନ ଗାଡେନ୍ସଠାରେ ଚଳିତ ମାସ ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିନେଇ ଟିମ୍‌ ମ୍ୟାନେଜମେଣ୍ଟ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ)କୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ ପାଇଁ ଲାଇଟ୍ସରେ ପ୍ରାକ୍ଟିସ ବ୍ୟବସ୍ଥା କରିବା ଲାଗି ନିବେଦନ କରାଯାଇଛି। ଏ ନେଇ ଏମ୍‌ପିସିଏ ସମ୍ପାଦକ ମିଲିନ୍ଦ କାନମାଡିକର ସ୍ପଷ୍ଟ କରିଛନ୍ତି। ଲାଇଟ୍ସରେ ପିଙ୍କ୍‌ ବଲରେ ପ୍ରାକ୍ଟିସ ନିମନ୍ତେ ଅନୁରୋଧ କରାଯାଇଛି। ଆମେ ଏହି ବ୍ୟବସ୍ଥା କରିବୁ। ଏଥିନେଇ ମୁଁ ବହୁତ ଉତ୍ସାହିତ ଅଛି। ଏହା କେଉଁ ଭଳି କାର୍ଯ୍ୟ କରିବ ମୋତେ ଜଣା ନାହିଁ। କିନ୍ତୁ ଅଭ୍ୟାସ ସେସନ ପରେ ହିଁ ପିଙ୍କ୍‌ ବଲର ସୁଇଙ୍ଗ ଓ ପ୍ରତ୍ୟେକ ସେସନରେ ବଲରେ ପରିବର୍ତ୍ତନ ସମ୍ପର୍କରେ ଜାଣିପାରିବା ବୋଲି ସେ କହିଛନ୍ତି। ଭାରତୀୟ ଦଳର ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କ ଦିଲୀପ ଟ୍ରଫିରେ ପିଙ୍କ୍‌ ବଲ ଖେଳିବାର ଅଭିଜ୍ଞତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫ୍ଲପ୍‌ ହେଲେ କେ.ଏଲ୍‌. ରାହୁଲ

ହରାରେ,୨୦।୮: ନିରାଶ କଲେ ଭାରତୀୟ ଟିମ୍‌ର ଅଧିନାୟକ କେ.ଏଲ୍‌. ରାହୁଲ। ଶନିବାର ଜିମ୍ବାଓ୍ବେ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ସେ ମାତ୍ର ୫ ବଲ୍‌ରେ ୧...

ସିତିସପାସ୍‌-ଗାରିନ୍‌ ସେମିଫାଇନାଲ ମୁକାବିଲା

ହାମବର୍ଗ, ୨୭ା୯ (ଏପି)-ଗ୍ରୀସ୍‌ର ଷ୍ଟିଫାନସ ସିତିସପାସ୍‌ ୧୬ ମାସରେ ପ୍ରଥମ ଥର ଏକ କ୍ଲେକୋର୍ଟ ଟେନିସ୍‌ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ହାମବର୍ଗ ଓପନ୍‌ ଟେନିସ୍‌...

୧୮ ବର୍ଷରୁ କମ୍‌ ବିଶ୍ୱରେକର୍ଡ ଭାଙ୍ଗିଲେ ଅଦିତି

ମେଡେଲିନ୍‌, ୧୫।୬ (ପି.ଟି.): କଲମ୍ବିଆର ମେଡେଲିନଠାରେ ଅନୁଷ୍ଠିତ ଆର୍ଚେରୀ ବିଶ୍ୱକପ ଷ୍ଟେଜ୍‌-୩ କ୍ୱାଲିଫିକେଶନରେ ଚମତ୍କାର ପ୍ରଦର୍ଶନ କରି ଭାରତୀୟ ଟିନ୍‌ଏଜର ଅଦିତି ସ୍ବାମୀ ୧୮ ବର୍ଷରୁ...

‘ନୂଆ ବର୍ଷ, ନୂଆ ଆଶା’

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି)-କରୋନା ମହାମାରୀ ପାଇଁ ବିଗତବର୍ଷ କ୍ରୀଡ଼ାବିତ୍‌ଙ୍କ ଲାଗି ଉଭୟ ମାନସିକ ଓ ଶାରୀରିକ ସ୍ତରରେ ଅତ୍ୟନ୍ତ ଯନ୍ତ୍ରଣାଦାୟକ ଥିଲା। ନୂଆ ବର୍ଷରେ ନୂଆ...

କୋହଲିଙ୍କ ସହିତ ଖେଳିଥିବାରୁ ଭାଗ୍ୟବାନ ମନେ କରୁଛି: ଓ୍ବିଲିୟମସନ

ମୁମ୍ବାଇ,୭।୬(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ। କୋହଲିଙ୍କ ସହିତ ଖେଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି...

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ...

ଟୋକିଓ ଅଲିମ୍ପିକ୍ସ: ମାରିଙ୍କ ବଦଳରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯାଇପାରେ

ଟୋକିଓ,୧୭।୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ଅଧ୍ୟକ୍ଷ ଭାବେ ୟୋଶିରୋ ମୋରିଙ୍କ ସ୍ଥାନରେ ଜଣେ ମହିଳାଙ୍କୁ ଦାୟିତ୍ୱ ଦିଆଯିବାର ସମ୍ଭାବନା ସୃଷ୍ଟି ହୋଇଛି। ୮୩ ବର୍ଷୀୟ...

ଓକିନଓ୍ବା କରାଟେ ସ୍କୁଲର ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି): ଓକିନୱା କରାଟେ ସ୍କୁଲ ଆନୁକୂଲ୍ୟରେ କରାଟେ ପ୍ରଶିକ୍ଷଣ ଶିବିର ସ୍ଥାନୀୟ କଳିଙ୍ଗ ନଗରସ୍ଥିତ ଡିଏଭି ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement
Archives

Model This Week