ଲାଇସେନ୍ସ ନ ଥିଲେ ମେଡିସିନ୍‌ ଦୋକାନ ବନ୍ଦ

ଅନୁଗୋଳ ଅଫିସ, ୬।୪- ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମେଡିସିନ୍‌ ଦୋକାନ ଗୁଡ଼ିକରେ ଭିଡ଼ ବଢ଼ୁଛି। ଲୋକମାନେ ସାମାଜିକ ଦୂରତାକୁ ଉଲ୍ଲଂଘନ କରୁଛନ୍ତି। ଯେଉଁ ମେଡିସିନ ଦୋକାନର ଟ୍ରେଡ ଲାଇସେନ୍ସ ନ ଥିବ ସେମାନଙ୍କୁ ପୌରପାଳିକା ପକ୍ଷରୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପୌରପାଳିକା ପକ୍ଷରୁ ଲାଇସେନ୍ସ ନ ଥିବା ଦୋକାନ ଗୁଡ଼ିକୁ ନୋଟିସ୍‌ ପଠାଯିବା ସହ ତାହାକୁ ନବୀକରଣ କରିବାକୁ ଦୁଇ ଦିନ ସମୟ ଦିଆଯାଇଛି ବୋଲି ପୌରପାଳିକା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରା ଚାଲାଣ ବେଳେ ଚଢ଼ାଉ

ବଇଣ୍ଡା,୨୧।୪(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକସ୍ଥିତ ମହାନଦୀରୁ ଚୋରାରେ ବାଲି ଚାଲାଣ ହେଉଥିବାବେଳେ ବୁଧବାର ଠାକୁରଗଡ଼ ରାଜସ୍ବ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ କରାଯାଇ ୫ଟି...

ସୋମବାରଠାରୁ ସପ୍ତାହେ ପାଇଁ ଏହି ଦେଶରେ ଲକ୍‌ଡାଉନ୍‌…

ତେହେରାନ,୧୫।୮: କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇରାନ୍‌ରେ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟରୁ ଦେଶରେ ସୋମବାରଠାରୁ ସପ୍ତାହେ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।...

କ୍ୟାନସର ହସ୍ପିଟାଲର ୧୮ ସ୍ବାସ୍ଥ୍ୟକର୍ମୀ କରୋନା ପଜିଟିଭ

ନୂଆଦିଲ୍ଲୀ,୭।୪: ରାଜଧାନୀ ଦିଲ୍ଲୀରେ ଥିବା ଦିଲ୍ଲୀ ଷ୍ଟେଟ କ୍ୟାନସର ଇନଷ୍ଟିଚ୍ୟୁଟ(ଡିଏସ୍‌ସିଆଇ)କୁ ସୋମବାର ସିଲ୍‌ କରି ଦିଆଯାଇଛି। ସେଠାରେ ୧୮ ସ୍ବାସ୍ଥ୍ୟକର୍ମୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିବା...

କୋଇଲା ଚୋରା କାରବାରରେ କୋଟିପତି ହୋମଗାର୍ଡ

ଅନୁଗୋଳ ଅଫିସ,୨୭ା୫: ପୋଲିସ ଚାକିରିକୁ ଢାଲ କରି କୋଇଲା ଚୋରା କାରବାର କରୁଥିବା କଟକ ଜିଲା ନରସିଂହପୁର ଥାନାର ହୋମଗାର୍ଡ ପ୍ରମୋଦ କୁମାର ସାହୁଙ୍କୁ ଗିରଫ...

କରୋନାକୁ ରୋକିବାରେ ଆମେରିକା ଅସମର୍ଥ: ସୈନ୍ୟବାହିନୀର ସହାୟତା ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୭।୪: ଆମେରିକାରେ କରୋନା ସଂକ୍ରମଣ ରୋକିବାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାରଙ୍କ ପକ୍ଷରୁ ହୋଇଥିବା ସମସ୍ତ ଉଦ୍ୟମ ଫେଲ୍‌ ମାରିଛି। ଶେଷରେ ଟ୍ରମ୍ପ୍‌ ସୈନ୍ୟବାହିନୀର ସହାୟତା...

ପୁଣି ରାଜ୍ୟରେ ଆଜି କରୋନା ନେଲା ୨୧ ଜୀବନ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୨୧ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୩୭୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ପ୍ରବାସୀ ପରେ ଏବେ ବିଦେଶରେ ଫସିଥିବା ଛାତ୍ରଙ୍କୁ ସ୍ବଦେଶ ଆଣିବେ ସୋନୁ

ମୁମ୍ବାଇ: କରୋନା ଭାଇରସ୍‌ ଲକ୍‌ଡାଉନରେ ଫସିରହିଥିବା ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଛାତ୍ରଙ୍କୁ ସାହାଯ୍ୟ କରିବାକୁ ଆଗେଇ...

କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ; ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଲେ ପରିବାର, ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି, ଆଳିର ୧୧ ଗାଁ ସିଲ୍‌

କେନ୍ଦ୍ରାପଡ଼ା ଅଫିସ, ୭ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ କରୋନା ପଜିଟିଭ ବ୍ୟକ୍ତି ସୋମବାର ଚିହ୍ନଟ ହୋଇଛନ୍ତି। ଆଳି ଅଞ୍ଚଳର ଏହି ଚିହ୍ନଟ ବ୍ୟକ୍ତିଙ୍କୁ ଜିଲା ପ୍ରଶାସନ...

Advertisement
Archives

Model This Week