ପୋଲିସଙ୍କୁ ଛତା ପ୍ରଦାନ

ଛେଣ୍ଡିପଦା, ୬।୪(ସ୍ବ.ପ୍ର.)-କରୋନା ମୁକାବିଲା ଲାଗି ପରିବାରକୁ ଭୁଲି ଦିନରାତି ଖଟୁଛନ୍ତି ପୋଲିସ କର୍ମଚାରୀ। କେତେକ ସ୍ଥାନରେ ଅମାନିକ ଯୁବକମାନେ ପୋଲିସ ଉପରକୁ ଆକ୍ରମଣ କରିବା ଭଳି ଘଟଣା ମଧ୍ୟ ନଜରକୁ ଆସୁଛି। କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଥିବା ଏପରି କେତେଜଣ ପୋଲିସ କର୍ମଚାରୀଙ୍କୁ ସହଯୋଗ କରିବାକୁ ଆଗେଇ ଆସିଛନ୍ତି ଛେଣ୍ଡିପଦା ଜିଲା ପରିଷଦର ପୂର୍ବତନ ସଦସ୍ୟ ଦିଲୀପ ବେହେରା। ସେ ଅଞ୍ଚଳରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କୁ ସୋମବାର ଛତା ବଣ୍ଟନ କରିଛନ୍ତି। ଏବେ ପ୍ରଚଣ୍ଡ ଖରା ହେଉଥିବାବେଳେ ଏହା ସେମାନଙ୍କ କାମରେ ଆସିବ ବୋଲି ଦିଲୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri