ଲାଞ୍ଚ ନେଇ ଧରାପଡ଼ିଲେ ଆଇଏଏସ୍‌ ଅଫିସର

ଭୁବନେଶ୍ୱର, ୩୦ା୧୨(ବ୍ୟୁରୋ)- ଲାଞ୍ଚ ନେଇ ଧରାପଡ଼ିଛନ୍ତି ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ। ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ବିଜୟ କେତନ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ୍‌ ପାସ୍‌ କରିବା ପାଇଁ ଲାଞ୍ଚ ନେଉଥିବା ଜଣାଯାଇଛି। ଭିଜିଲାନ୍ସ ଟିମ୍‌ ତାଙ୍କୁ ଲାଞ୍ଚ ନେବାବେଳେ ଧରିବା ସହ ଖୋଳତାଡ ଜାରି ରଖିଛି। ବିଜୟ କେତନଙ୍କ ଅଫିସ ସହ ଅନ୍ୟ କେତେକ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଥିବା ଜଣାଯାଇଛି। ‘ମୋ ସରକାର’ କାର୍ଯ୍ୟକ୍ରମ ଆଧାରରେ ସୂଚନା ପାଇ ଭିଜିଲାନ୍ସ ଟ୍ରାପ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri