ଲାଞ୍ଚ ନେଇ ଧରାପଡିଲେ ବୀରମହାରାଜପୁର ଆର୍‌ଆଇ

ସୋନପୁର,୨୩।୭(ନି.ପ୍ର.): ସୋନପୁର ଜିଲା ବୀରମହାରାଜପୁର ତହସିଲ ଅଫିସର ରାଜସ୍ବ ନିରୀକ୍ଷକ ଅରୁଣ କୁମାର ପୁରୋହିତ ୨୫୦୦ଟଙ୍କା ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ଗ୍ରାମର ପାଣ୍ଡବ ପ୍ରଧାନଙ୍କଠାରୁ ପୁରୋହିତ ତହସିଲ ଅଫିସରେ ଏହି ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ...

ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍‌: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍‌

କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍‌ରେ...

ବିଜେପୁର ଉପନିର୍ବାଚନ ଏଥର ନିଶ୍ଚୟ ଜିତିବୁ: ଅରୁଣ ସିଂ

ବରଗଡ଼ ଅଫିସ,୧୬।୧୦: ପୂର୍ବ ଉପନିର୍ବାଚନ ଏବଂ ଏଥର ଉପନିର୍ବାଚନ ମଧ୍ୟରେ ବହୁତ ପାର୍ଥକ୍ୟ ରହିଛି। ପୂର୍ବରୁ ସମବେଦନା ଭୋଟ ଥିଲା, କିନ୍ତୁ ଏଥର ଆଉ ତାହା...

ପ୍ରେମ, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ୨ ଗିରଫ

ଗଞ୍ଜାମ,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ରମ୍ଭା ଜଗନ୍ନାଥ ମହାବିଦ୍ୟାଳୟ ଡେମୋନଷ୍ଟ୍ରେଟର ଅଶ୍ୱିନି ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାସ କରିଛି ପୋଲିସ। ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମଧୁରଚୁଅଁା ଗ୍ରାମର...

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ।...

୨୦୨୧-୨୨ ବଜେଟ ଲାଗି ଲୋକଙ୍କ ମତ ନେବ ଅର୍ଥ ବିଭାଗ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କ ମତାମତ ନେଇ ଅର୍ଥ ବିଭାଗ ପକ୍ଷରୁ ବଜେଟର ପୂର୍ବ ପ୍ରସ୍ତୁତି ହୋଇଆସୁଛି ା ବିଗତ ବର୍ଷଗୁଡିକରେ ବଜେଟ୍‌ ପ୍ରସ୍ତୁତିକୁ...

ଯୁକ୍ତ ୨ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ନ ହେଲେ ତା’ଠୁ ଅଧିକ ମିଳିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ ପରେ ମୂଲ୍ୟାୟନକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଏକ ପ୍ରକାର ସମସ୍ତେ ସସ୍ପେନ୍ସରେ ଥିଲେ, କିପରି...

CORONAVIRUS UPDATE: ରାଜ୍ୟରୁ ଆଜି ୩,୮୬୧ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୭,୮୯୨ବୃଦ୍ଧି

ଭୁବନେଶ୍ୱର,୭ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୩,୮୬୧ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୭,୮୯୨ରେ ପହଞ୍ଚିଥିବା...

Advertisement
Archives

Model This Week