ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ଝାରସୁଗୁଡା ଅଫିସ, ୪।୮: ଝାରସୁଗୁଡା ଜିଲା ଲଖନପୁର ବ୍ଳକ୍‌ କନିଷ୍ଠ ଯନ୍ତ୍ରୀ ଟିକିନାଥ ଭଏଁସାଲ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଠିକାଦାରଙ୍କ ବିଲ୍‌ ପାସ୍‌ କରାଇଦେବାକୁ କହି ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲେ। ଏହା ପରେ ଭିଜିଲାନ୍ସର ଟିମ୍‌ ଯନ୍ତ୍ରୀଙ୍କ ସରକାରୀ ବାସଭବନରେ ଚଢାଉ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଜବତ: ୫ ବର୍ଷ ପରେ ବି…

ଯାଜପୁର ଅଫିସ/କୋରେଇ/ ରଗଡ଼ି(ଡି.ଏନ.ଏ.),୨୫ା୭: ଯାଜପୁର ଜିଲା କୋରେଇ ଥାନା ଗୌରପୁର ପଞ୍ଚାୟତ ଯୁଗଳ ଗ୍ରାମରେ ଏକ ଦମ୍ପତିଙ୍କ ଝୁଲନ୍ତା ମୃତଦେହକୁ ଶନିବାର ପୃଥକ୍‌ ଭାବେ ଜବତ...

ପଡ଼ିଆ ପଡ଼ିଛି ଶିଳ୍ପ ଅଧିକୃତ ଜମି

ଯାଜପୁର ଅଫିସ,୧୫।୧୨: ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ପ୍ରାୟ ୩୦ ବର୍ଷ ତଳେ ଯାଜପୁର ଜିଲାରେ ବିପୁଳ ପରିମାଣରେ ଜଙ୍ଗଲ, ସରକାରୀ ଓ ସାଧାରଣ...

ଗଞ୍ଜାମ ଜିଲାପାଳଙ୍କ ନିଆରା ପଦକ୍ଷେପ: ତାରାତାରିଣୀଙ୍କ ଚୈତ୍ର ଯାତ୍ରାରେ ମା’ଙ୍କୁ ମାଗଣା ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୨।୨(ଡି.ଏନ୍‌.ଏ.): ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ମାର୍ଚ୍ଚ ୧୦ ତାରିଖଠାରୁ ଆରମ୍ଭ ହେବ। ଶନିବାର ଯାତ୍ରାର ସୁପରିଚାଳନା ଲାଗି ଜିଲାପାଳ...

ଖେଳୁଥିବା ବେଳେ ୩୦ ଫୁଟ ଗଭୀରକୁ ଖସିପଡ଼ିଲେ ଶିଶୁ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ କର୍ମଚାରୀ

ଢେଙ୍କାନାଳ ଅଫିସ,୨ା୪: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ପାଣ୍ଡି ଅନ୍ତର୍ଗତ ବଳଦିଆବନ୍ଧ ଗ୍ରାମର ଅଗ୍ନି ପ୍ରସାଦ ଲାଲାଙ୍କ ପୁଅ ଆମ୍ବାକା ପ୍ରସାଦ (୩) ଖେଳୁଥିବା ବେଳେ...

ମାଓବାଦୀ ପ୍ରଥମ କରି ପାଦ ଥାପିଥିବା ଗାଁ ମସିଣା

ଲାଠୋର,୨୬ା୧୧(ଡ଼ି.ଏନ.ଏ.) ଭୁବନେଶ୍ୱର ବାରିକ: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତର ବଣ ପାହାଡ଼ ଘେରା ମସିଣା ଏକ ଆଦିବାସୀ ବହୁଳ ଗ୍ରାମ। ଗ୍ରାମର ଉତ୍ତର...

ଝରିଗାଁ ବିଧାୟକଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ

ନବରଙ୍ଗପୁର/ଉମରକୋଟ, ୪ା୫(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଜେଡି ବିଧାୟକ ପ୍ରକାଶ ମାଝିଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଓ ହତ୍ୟା ଧମକ ଦେବା ଅଭିଯୋଗ...

ପଞ୍ଚାୟତ ଅଫିସ୍‌ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ

ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ...

୧୦ ବଦଳରେ ୨ ଡାକ୍ତର

ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି।...

Advertisement
Archives

Model This Week