Posted inଜାତୀୟ

ଲାଞ୍ଚ ନ ଦେବାରୁ ଗରିବ ବିଧବାଙ୍କୁ କୋଟିପତି ଦର୍ଶାଗଲା

ଅଯୋଧ୍ୟା,୨।୮: ବିକାପୁର ତହସିଲର ତାରାଦେବୀ ଗରିବ ଓ ବିଧବା। ନିକଟରେ ସେ ତାଙ୍କ ପୁଅ ଅମିତର ପାଠପଢା ଓ ଛାତ୍ରବୃତ୍ତି ପାଇଁ ବାର୍ଷିକ ଆୟ ପ୍ରମାଣ ପତ୍ର ବାହାର କରିବାକୁ ତହସିଲ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବହୁବାର ସେ ସେଠାକୁ ଦୌଡିବା ପରେ ମଧ୍ୟ ତାଙ୍କୁ ଏହି ପ୍ରମାଣ ପତ୍ର ମିଳି ନ ଥିଲା। ଶେଷରେ ପୁଅର ଛାତ୍ରବୃତ୍ତି ପାଇଁ ଆବେଦନ ତାରିଖ ଜୁଲାଇ ୩୦ଥିବା ବେଳେ ତହସିଲ କାର୍ଯ୍ୟାଳୟରେ ଗୁହାରି କରିବାରୁ ସେଠାକାର ଜଣେ କର୍ମଚାରୀ ତାରାଦେବୀଙ୍କୁ ଏମିତି ଏକ ଆୟ ପ୍ରମାଣପତ୍ର ଦେଇଥିଲେ ଯାହା ଦେଖିବା ପରେ ସେ ଏହାକୁ ବିଶ୍ୱାସ କରିପାରି ନ ଥିଲେ। ଉକ୍ତ ପ୍ରମାଣ ପତ୍ରରେ ତାରାଦେବୀଙ୍କ ବାର୍ଷିକ ଆୟ ଥିଲା ୫ କୋଟି ୨୦ ଲକ୍ଷ। ଏହାକୁ ଦେଖିବା ପରେ ଉଭୟ ତାରାଦେବୀ ଓ ତାଙ୍କ ପୁଅ କିଛି ବୁଝି ପାରି ନ ଥିଲେ। ଶେଷରେ ପୁଅ ଅମିତ ମଧ୍ୟ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରି ନ ଥିଲେ। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସେ ଗୁହାରି କରିଥିବା କହିଛନ୍ତି। ତେବେ ତାରାଦେବୀ ଲାଞ୍ଚ ନ ଦେବାରୁ ଏପରି କରାଯାଇଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?