Posted inଜାତୀୟ

ଲାଞ୍ଚ ମାମଲାରେ ଡିଆର୍‌ଆଇ ଏଡିଜି ଗିରଫ

ନୂଆଦିଲ୍ଲୀ,୨ା୧(ପି.ଟି.): ୨୫ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସିବିଆଇ ବୁଧବାର ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଚନ୍ଦ୍ରଶେଖର ଏବଂ ଜଣେ ମଧ୍ୟସ୍ଥଙ୍କୁ ଗିରଫ କରିଛି। ସିବିଆଇ ନୂଆଦିଲ୍ଲୀ, ନୋଏଡା ଏବଂ ଲୁଧିଆନାରେ ଚଢ଼ାଉ କରିଥିଲା। ଲୁଧିଆନାରେ ଏଡିଜି ଭାବେ ନିଯୁକ୍ତ ହୋଇଥିବା ଚନ୍ଦ୍ରଶେଖରଙ୍କ ତରଫରୁ ମଧ୍ୟସ୍ଥ ଜଣକ ଲାଞ୍ଚ ଗ୍ରହଣ କରିଥିଲେ ବୋଲି ଅଭିଯୋଗ ହୋଇଥିଲା। ଜେରାବେଳେ ମଧ୍ୟସ୍ଥ ଜଣକ ଏହା ସ୍ବୀକାର କରିଛନ୍ତି। ଏହା ଏକ ବଡ଼ ଲାଞ୍ଚ କାରବାରର ଅଂଶବିଶେଷ ବୋଲି ସିବିଆଇ ସନ୍ଦେହ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍‌ ଆଦାୟ ବନ୍ଦ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି।...

ଆଖିବୁଜିଲେ ମହାନ ଡାକ୍ତର, ମାତ୍ର ୧୦ ଟଙ୍କାରେ କରୁଥିଲେ ଚିକିତ୍ସା

ଚେନ୍ନାଇ,୨୩।୭: ଗରିବ ଲୋକଙ୍କୁ ମାତ୍ର ୧୦ ଟଙ୍କାରେ ଚିକିତ୍ସା କରୁଥିବା ଡା. ସି ମୋହନ ରେଡ୍ଡୀଙ୍କ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବି ବିଜୟ ପାଇଁ ଭାଜପା କରୁଛି କସରତ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ- କଶ୍ମୀରରେ ଉଚ୍ଛେଦ କରାଯାଇଥିବା ଅନୁଚ୍ଛେଦ ୩୭୦ ଓ ୩୫...

ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୬।୧୧: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦୁଇଦିନିଆ ପଞ୍ଜାବ ଓ ହରିୟାଣା ଗସ୍ତରେ ଯିବେ। ଏ ନେଇ ରାଷ୍ଟ୍ରପତିଙ୍କ ସଚିବଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ...

ଓଡ଼ିଶା, ଛତିଶଗଡ଼କୁ ସାକ୍ଷୀ ତାଲିକା ମାଗିଲେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ, ୧୯।୧୨: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଆସନ୍ତା ୨ସପ୍ତାହ ମଧ୍ୟରେ ପ୍ରଦାନ କରିବାକୁ ଶନିବାର ଟ୍ରିବ୍ୟୁନାଲ...

ହିମାଚଳ ପ୍ରଦେଶ ବସ୍‌ ଦୁର୍ଘଟଣା: ୪୦ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଶିମଲା, ୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିଛି। ଏପର୍ଯ୍ୟନ୍ତ ୪୦ଜଣଙ୍କ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ...

ଅପରାହ୍ନ ୪ଟାରେ ହୋଇପାରିଲା ନାହିଁ ଟ୍ରେନ୍‌ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୧।୫: ଲକ୍‌ଡାଉନ ଯୋଗୁ ଫସି ରହିଥିବା ଯାତ୍ରୀଙ୍କ ପାଇଁ ମଙ୍ଗଳବାରଠାରୁ ଟ୍ରେନ୍‌ ସେବା ଆରମ୍ଭ ହୋଇଥିବା ବେଳେ ସୋମବାର ଅପରାହ୍ନ ୪ଟାରୁ ଟିକେଟ ବୁକିଂ କରାଯିବାର...

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ...

Advertisement
Archives

Model This Week