ଲାଞ୍ଚ ମାମଲା: ପୂର୍ବତନ ଆର୍‌ଆଇଙ୍କୁ ୨ ବର୍ଷ ଜେଲ

ବାରିପଦା ଅଫିସ,୧।୧୨- ମୟୁରଭଞ୍ଜ ଜିଲା ବାରିପଦା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଶରତ କୁମାର ଦେହୁରୀ ଶନିବାର ଏକ ଲାଞ୍ଚ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ସହ ଓ ୨୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଦେଇଛନ୍ତି । ମକଦ୍ଦମା ବିବରଣୀ ଅନୁଯାୟୀ
ମୋରଡା ତହସିଲ ଅଧୀନ ପଳାସିଆ ଗ୍ରାମର ଭୂମିହୀନ ମହିଳା ସ୍ବାଧୀନ ମହାନ୍ତ ଜମି ପାଇବା ପାଇଁ ଗତ ୨୦୧୨ ଡିସେମ୍ବର ପହିଲାରେ ମୋରଡା ତହସିଲକୁ ଆବେଦନ କରିଥିଲେ । ଆରଆଇ ଉମାକାନ୍ତ ମଲ୍ଲିକ ତାଙ୍କୁ ଏଥିଲାଗି ୩ ହଜାର ଟଙ୍କା ଦାବି କରିଥିଲେ । ପରେ ୨ ହଜାର ଟଙ୍କାରେ ମୂଳଚାଲ ହୋଇଥିଲା । ଏନେଇ ସ୍ବାଧୀନ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପରେ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସେହିମାସ ୨୨ ତାରିଖରେ ଚଢାଉ କରାଯାଇଥିଲା। ଆରଆଇ ମଲ୍ଲିିକ ଲାଞ୍ଚ ନେଉ ଥିବା ବେଳ ତାଙ୍କୁ ଧରି ଗିରଫ କରା ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ନିବାସ ଅଭିମୁଖେ ଅଲଚିକି ଶିକ୍ଷକଙ୍କ ପଦଯାତ୍ରା

ବାରିପଦା ଅଫିସ,୧୬।୧୧: ମୟୂରଭଞ୍ଜ ଜିଲାରେ ୧୫ ବର୍ଷ ଧରି ଦିନକୁ ଶହେ ଟଙ୍କା ମଜୁରି ପାଉଥିବା ଠିକା ନିଯୁକ୍ତି ଶିକ୍ଷକଙ୍କୁ ନିୟମିତ ଦାବି ନେଇ ୩୪...

ସହରରେ ମାତିଛନ୍ତି ମହିଳା ଲୁଟେରା

ବାରିପଦା,୮ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହରରେ ଦିନକୁ ଦିନ ଆପରାଧିକ ମାମଲା ବୃଦ୍ଧି ପାଇବାରେ ଲାଗିଛି। କିଛି ଦିନ ହେଲା ମହିଳା ଲୁଟେରା ସକ୍ରିୟ ହୋଇ...

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ...

ବନ କର୍ମଚାରୀଙ୍କ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

କପ୍ତିପଦା,୨୩ା୧୦(ଡ଼ି.ଏନ.ଏ): ଶିକାରୀ ଭାବି ବନ ବିଭାଗ କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମୟୂରଭଞ୍ଜ ଜିଲା କପ୍ତିପଦା...

ବିନା ଡାକ୍ତରରେ ଡାକ୍ତରଖାନା

ଚିତ୍ରଡ଼ା,୧୫ା୬(ଡି.ଏନ୍‌.ଏ.)- ସ୍ବାସ୍ଥ୍ୟ ସେବାକୁ ‘ମୋ ସରକାର’ ଯୋଜନାରେ ସାମିଲ କରି ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ମୟୂରଭଞ୍ଜ...

ଯାତ୍ରୀବାହୀ ବସ୍‌ରେ ନିଆଁ

ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍‌ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗି ଯାଇଥିଲା।...

ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ଦୁଇ ପୁଅ

ବାରିପଦା ଅଫିସ,୨୨ା୫: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ସାତଭାୟା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ବଣକାଟି ପଞ୍ଚାୟତ...

ଡ୍ରେନ ନିର୍ମାଣ ଅଧାପନ୍ତରିଆ

ବିଶୋଇ, ୩୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଛକର ୪୯ ନଂ. ଜାତୀୟ ରାଜପଥ କଡ଼ରେ ଥିବା ଡ୍ରେନ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିଛି। ଫଳରେ ଏହି...

Advertisement
Archives

Model This Week