Posted inଖେଳ

ଲାମ୍ପାର୍ଡ ଚେଲ୍‌ସିର ମୁଖ୍ୟ କୋଚ୍‌

ଲାମ୍ପାର୍ଡ, ୫ା୭ (ଏଏଫ୍‌ପି)-ଫ୍ରାଙ୍କ୍‌ ଲାମ୍ପାର୍ଡ ଗୁରୁବାର ଚେଲ୍‌ସି ଫୁଟ୍‌ବଲ କ୍ଲବର ମୁଖ୍ୟକୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। କ୍ଲବ ସହିତ ସେ ୩ ବର୍ଷିଆ ଚୁକ୍ତି କରିଛନ୍ତି। ଲାମ୍ପାର୍ଡ ଚେଲ୍‌ସିର ଅନ୍ୟତମ ମହାନ ଖେଳାଳି ବୋଲି ବିବେଚନା କରାଯାଉଛି। କ୍ଲବ ସହିତ ସେ ଜଣେ ଖେଳାଳି ହିସାବରେ ୧୩ବର୍ଷ ଅତିବାହିତ କରିସାରିଛନ୍ତି। ୨୧୧ ଗୋଲ ସହ ସେ ଟିମ୍‌ର ସର୍ବକାଳୀନ ଅଗ୍ରଣୀ ସ୍କୋରର ହୋଇପାରିଛନ୍ତି। ଇଂଲଣ୍ଡର ଏହି ପୂର୍ବତନ ମିଡ୍‌ଫିଲ୍ଡ ଖେଳାଳି ମୌରିଜିଓ ସାରିଙ୍କ ସ୍ଥାନରେ ନିଯୁକ୍ତି ପାଇଛନ୍ତି। ସାରିଙ୍କୁ ଟିମ୍‌ ମ୍ୟାନେଜମେଣ୍ଟ ଗୋଟିଏ ସିଜନ ପାଇଁ ନିଯୁକ୍ତି ଦେଇଥିଲ। ଲାମ୍ପାର୍ଡ ଏହା ପୂର୍ବରୁ ଡର୍ବି କାଉଣ୍ଟିର ମ୍ୟାନେଜର ଥିଲେ। ତାଙ୍କ ତତ୍ତ୍ୱାବଧାନରେ ଏହି ଦଳ ଗତ ମେ ମାସରେ ଚାମ୍ପିୟନଶିପ୍‌ ପ୍ଲେ-ଅଫ୍‌ ଫାଇନାଲରେ ପ୍ରବେଶ କରିଥିଲା। ମାତ୍ର ଦଳ ଆଷ୍ଟନ ଭିଲାଠାରୁ ହାରିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri