Posted inଜାତୀୟ

ଲାଲକିଲ୍ଲାରେ ପହଞ୍ଚିଲେ ମୋଦି: କିଛି ସମୟ ପରେ ଉଡାଇବେ ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ସାରା ଦେଶରେ ଆଜି ୭୩ତମ ସ୍ବାଧୀନତା ଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲ୍ଲାରେ ପତାକା ଉତ୍ତୋଳନ ପାଇଁ ପହଞ୍ଚିଛନ୍ତି। ସେଠାରେ ସେ ଦେଶକୁ ସମ୍ବେଧିତ କରିବାର କାର୍ଯ୍ୟକ୍ରମ ରହିଛି। ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ଏହା ପ୍ରଥମ ସ୍ବାଧୀନତା ଦିବସ ଭାଷଣ ହେବ। କେବଳ ଭାରତ ନୁହେଁ, ମୋଦିଙ୍କ ଭାଷଣକୁ ନେଇ ସାରା ବିଶ୍ୱର ନଜର ରହିବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆତଙ୍କବାଦୀ ଆକ୍ରମଣ ସୂଚନା ଥିବାରୁ ଗଳିକନ୍ଦିରେ ପୋଲିସ୍‌ ଜଗିରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣିଜି୍ୟକ ବିବାଦ ତୁଟାଇବ ମଧ୍ୟସ୍ଥତା: ସିଜେଆଇ

ନୂଆଦିଲ୍ଲୀ,୬ା୭: ବାଣିଜି୍ୟକ ବିବାଦ ତୁଟାଇବା ଲାଗି ମଧ୍ୟସ୍ଥତା ପ୍ରମୁଖ ପନ୍ଥା ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଭାରତ-ବ୍ରିଟେନ୍‌...

ସ୍ତ୍ରୀଙ୍କୁ ପସନ୍ଦ ନ ଥିଲେ କଳାରଙ୍ଗ ସ୍ବାମୀ: ନିଆଁରେ ଜଳାଇ ହତ୍ୟା କଲେ

ବରେଲୀ,୧୭।୪: ଉତ୍ତରପ୍ରଦେଶ ବରେଲୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀଙ୍କୁ କଳା ରଙ୍ଗ ସ୍ବାମୀ ପସନ୍ଦ ନ ଆସିବାରୁ ତାଙ୍କୁ ପେଟ୍ରୋଲ...

ଅକ୍ଟୋବରରେ ଚାଇନା ସୀମାରେ ଭାରତୀୟ ସେନା ଓ ବାୟୁସେନାର ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୧୧।୯: ଚାଇନା ସୀମାରେ ଭାରତ ଅକ୍ଟୋବରରେ ଶକ୍ତି ପ୍ରଦର୍ଶନ କରିବ। ଅରୁଣାଚଳପ୍ରଦେଶରେ ହେବାକୁଥିବା ଏହି ମିଳିତ ସମରାଭ୍ୟାସରେ ଭାରତୀୟ ସେନା ସହିତ ବାୟୁସେନା ସାମିଲ୍‌ ହେବ।...

ନୂଆ ଗାଇଡ୍‌ଲାଇନ ସହ ରାଜଧାନୀରେ ଖୋଲିବ ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ,୩୦ ।୮: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୧ ବର୍ଷ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଏକ ପ୍ରକାର ବନ୍ଦ ରହିଛି କହିଲେ ଚଳେ ।...

ବିଧାନ ପରିଷଦର ନେତା ପଦରୁ ଇସ୍ତଫା ଦେଲେ ସ୍ବତନ୍ତ୍ର ଦେବ ସିଂ

ଲକ୍ଷ୍ନୌ,୧୦।୮: ଉତ୍ତରପ୍ରଦେଶ ଭାଜପାର ପୂର୍ବତନ ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂ ବୁଧବାର ବିଧାନ ପରିଷଦର ନେତା ପଦରୁ ଇସ୍ତଫା ଦେଇଛନ୍ତି। ସ୍ବତନ୍ତ୍ର ଦେବଙ୍କ ଇସ୍ତଫା ପରେ...

୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ଦିଲ୍ଲୀରେ ହଟିଲା ରାତ୍ରିକାଳୀନ କର୍ଫ୍ୟୁ: ବିଳମ୍ବିତ ରାତି ଯାଏ ଖୋଲିବ ରେଷ୍ଟୁରାଣ୍ଟ-ଦୋକାନ

ନୂଆଦିଲ୍ଲୀ,୨୫।୨: କରୋନାର ତୃତୀୟ ଲହର ମଧ୍ୟରେ ସାରାଦେଶରେ ଏବେ ସଂକ୍ରମଣ ମାମଲା ପୂର୍ବାପେକ୍ଷା ବହୁତ କମିବାରେ ଲାଗିଛି। ଲଗାତର ନୂଆ କରୋନା ମାମଲା ଓ ଆକ୍ଟିଭ...

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଶନିବାର ହତ୍ୟା ଧମକ ମିଳିଛି । ସଲମାନ ସିଦ୍ଦିକି ନାମକ ଜଣେ ବ୍ୟକ୍ତି ଚିଠି ଜରିଆରେ ଏହି...

Advertisement
Archives

Model This Week