Posted inଜାତୀୟ

ଲାଲା ଲଜପତ ରାଏଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସ୍ବାଧିନତା ସଂଗ୍ରାମୀ ଲାଲା ଲଜପତ ରାଏଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୋଦି କହିଛନ୍ତି ରାଷ୍ଟ୍ର ଉଦ୍ଦେଶ୍ୟରେ ତାଙ୍କ ତ୍ୟାଗର କାହାଣୀ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଦେବ। ମୋଦି ଟୁଇଟ୍‌ କରି ଲେଖିଛନ୍ତି, ଭାରତମାତାର ଏହି ବୀର ସନ୍ତାନଙ୍କୁ ସାଲ୍ୟୁଟ, ପଞ୍ଜାବ କେଶରୀ ଲାଲା ଲଜପତ ରାଏଙ୍କ ସ୍ବାଧିନ ଭାରତ ପ୍ରତି ଥିବା ଅବଦାନକୁ ଦେଶବାସୀ ଚୀରକାଳ ମନେ ରଖିବେ। ଏହାସହ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଟୁଇଟ୍‌ କରି ଲାଲାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ନାଗରିକଙ୍କୁ ୟୁକ୍ରେନ ଛାଡ଼ିବାକୁ ପରାମର୍ଶ

ନୂଆଦିଲ୍ଲୀ,୧୯।୧୦: ୟୁକ୍ରେନରେ ଥିବା ଏହାର ନାଗରିକଙ୍କ ପାଇଁ ପରାମର୍ଶ ଜାରି କରିଛି ଭାରତ। ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ଅନୁଯାୟୀ, ସୁରକ୍ଷା ଅବସ୍ଥା ଖରାପ ହେବା...

ଆମାଜୋନିଆ-୧ ଉତ୍‌କ୍ଷେପଣ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ

ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯିବ। ଏନେଇ ଶନିବାର...

‘ପଞ୍ଜାବ ମୁଖ୍ୟମନ୍ତ୍ରୀ ଚନ୍ନି ଦକ୍ଷ ନେତା ନୁହନ୍ତି’

ନୂଆଦିଲ୍ଲୀ,୩୦।୧୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରନଜିତ ସିଂ ଚନ୍ନି ଜଣେ ଦକ୍ଷ ନେତା ନୁହନ୍ତି। ଏଭଳି କହି ଚନ୍ନିଙ୍କୁ ସମାଲୋଚନା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ।...

‘ଟିକା ଯୋଗାଣ ପ୍ରକ୍ରିୟା ତ୍ୱରାନ୍ବିତ କର’

ନୂଆଦିଲ୍ଲୀ, ୧୮ା୧୦: ନିର୍ବାଚନ ଓ ପ୍ରକୃତିକ ଦୁର୍ବିପାକ ସମୟରେ ଯେଭଳି ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଏ, କରୋନା ଟିକା ଯୋଗାଣ କ୍ଷେତ୍ରରେ ସେହିଭଳି ପ୍ରକ୍ରିୟା ଜାରି...

ସିଙ୍ଗାପୁର ଷ୍ଟ୍ରେନ୍‌ରେ ତୃତୀୟ ଲହର ଆଶଙ୍କା

ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ...

ହରିୟାଣାରେ ମୋଦି, ରାହୁଲ ମୁହଁ।ମୁହିଁ

ଗୋହାନା,୧୯ା୧୦(ପି.ଟି.): କଂଗ୍ରେସର କୁଶାସନ ବେଳେ ଯବାନ ହୁଅନ୍ତୁ କି ଚାଷୀ ଅଥବା କ୍ରୀଡ଼ାବିତ୍‌ ଦେଶରେ କେହି ସୁରକ୍ଷିତ ନ ଥିଲେ। ଏହି ଦଳ ବାଲାକୋଟ ଏୟାର...

ପିତାଙ୍କୁ ବଞ୍ଚାଇବା ପାଇଁ ଭାଲୁ ସହ ଲଢିଲେ ୧୪ ବର୍ଷୀୟା ଝିଅ

ଜୟପୁର,୮।୯: ପିତାଙ୍କୁ ବଞ୍ଚାଇବା ପାଇଁ ଜଣେ ଝିଅ ଭାଲୁ ସହ ଲଢିଛନ୍ତି। ରାଜସ୍ଥାନର ସିରୋହି ଜିଲାର ସିଲଦାର ଗ୍ରାମରେ ଏକ ଭାଲୁ ଚାଷୀ କରମା ରାମ...

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି।...

Advertisement
Archives

Model This Week