Posted inଜାତୀୟ

ଲାଲୁଙ୍କ ଜୀବନ ବିପଦରେ: ରାବ୍ରୀ

ପାଟନା,୨୧ା୪(ପି.ଟି.): ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବଙ୍କ ଜୀବନ ବିପଦରେ ବୋଲି ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ଜେଲ୍‌ରେ ଥିବା ଲାଲୁଙ୍କୁ ଭେଟିବା ଲାଗି ପୁଅ ତେଜସ୍ବୀଙ୍କୁ ଛଡ଼ାଯାଉ ନାହିଁ। ତାଙ୍କୁ ମାରିଦେବାକୁ ଉଦ୍ୟମ ହେଉଥିବା ରାବ୍ରୀ କହିଛନ୍ତି। ଯଦି ତାଙ୍କ ସ୍ବାମୀଙ୍କର କିଛି ହୋଇଯାଏ ତେବେ ବିହାର ଓ ଝାଡ଼ଖଣ୍ଡର ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇବେ ବୋଲି ରାବ୍ରୀ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ପୂର୍ବରୁ ଲାଲୁ ମେଡିକାଲରେ ଭର୍ତ୍ତି ହୋଇଥିବାବେଳେ ମଧ୍ୟ ତାଙ୍କ ପାଖକୁ ତେଜସ୍ବୀଙ୍କୁ ଛଡାଯାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଭାକ୍ସିନ୍‌ ନେଇଥିବା ଲୋକଙ୍କୁ ପ୍ରଥମେ ବୁଷ୍ଟର !…

ନୂଆଦିଲ୍ଲୀ, ୧୫।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ମଧ୍ୟ ବଢ଼ିବାରେ ଲାଗିଛି। ଏପରିସ୍ଥଳେ...

ରାଜ୍ୟପାଳଙ୍କ ପାଖରେ ଆମକୁ ଭେଟିବାକୁ ସମୟ ନାହିଁ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୨୫।୩: ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂ ରାଜ୍ୟ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମହାରାଷ୍ଟ୍ର ରାଜନୀତିରେ...

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ...

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ...

କଂଗ୍ରେସର ଝୁମ୍ପୁଡ଼ି ବସ୍ତି ରାଜନୀତି

ନୂଆଦିଲ୍ଲୀ, ୮।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି...

ଦିଲ୍ଲୀରୁ ରାଜସ୍ଥାନ ପର୍ଯ୍ୟନ୍ତ ହିଟ୍‌ ଓ୍ବେଭ

ନୂଆଦିଲ୍ଲୀ,୨୯।୩: ଉତ୍ତର ଭାରତରେ ଗତ କିଛି ଦିନରୁ ଦ୍ରୁତଗତିରେ ତାପମାନ ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ପାଣିପାଗ ବିଭାଗ ପକ୍ଷରୁ...

ଇଡି ଅଫିସ୍‌ରେ ସୁଶାନ୍ତଙ୍କ ଭଉଣୀ

ମୁମ୍ବାଇ,୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା...

ସଂସଦ କ୍ୟାଣ୍ଟିନ୍‌ରେ ଏବେ ମିଳିବନି ଖାଦ୍ୟରେ ରିହାତି: ବର୍ଷକୁ ସଞ୍ଚୟ ହେବ ୧୭ କୋଟି !

ନୂଆଦିଲ୍ଲୀ,୫।୧୨: ଏଣିକି ସଂସଦ କ୍ୟାଣ୍ଟିନ୍‌ରେ ଆଉ ଖାଦ୍ୟରେ ରିହାତି ମିଳିବନି। ଏଠାରେ ଖାଦ୍ୟ ଉପରେ ଦିଆଯାଉଥିବା ରିହାତିକୁ ବନ୍ଦ କରି ଦିଆଯିବ। ଲୋକସଭା ବାଚସ୍ପତି ଓମ୍‌...

Advertisement
Archives

Model This Week