Posted inଜାତୀୟ

ଲାଲୁ ଯାଦବଙ୍କ ସମେତ କିଛି ନେତାଙ୍କର କମିଲା ସୁରକ୍ଷା

ପାଟନା,୨୩।୭: ଗୃହ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ବଡ଼ ନେତାଙ୍କୁ ଦିଆଯାଉଥିବା ସୁରକ୍ଷା ବ୍ୟବସ୍ଥା ଉପରେ ସଂଶୋଧନ କରାଯାଇଛି। ଏନେଇ ଏକ ନୋଟିସ ଜାରି କରାଯାଇଛି। ଏଥିରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ, ବିଏସ୍‌ପି ଏମ୍‌ପି ଶତୀଷ ଚନ୍ଦ୍ର ମିଶ୍ର, ଉତ୍ତରପ୍ରଦେଶର ଭାଜପା ନେତା ସଙ୍ଗୀତ ସୋମ, ଭାଜପା ଏମ୍‌ପି ରାଜୀବ ପ୍ରତାପ ରୁଡିଙ୍କୁ ଦିଆଯାଇଥିବା ସୁରକ୍ଷା କମାଇ ଦିଆଯାଇଛି। ଏଥିସହ କେନ୍ଦ୍ର ଉତ୍ତରପ୍ରଦେଶ ସରକାରଙ୍କ ମନ୍ତ୍ରୀ ସୁରେଶ ରାଣା, ଏଲ୍‌ଜିପି ଏମ୍‌ପି ଚିରାଗ ପାସଓ୍ବାନ ଓ ପୂର୍ବତନ ଏମ୍‌ପି ପପୁ ଯାଦବଙ୍କ ସୁରକ୍ଷାକୁ ମଧ୍ୟ କମ୍‌ କରାଯାଇଛି। ଏମାନଙ୍କ ସହ ଆଉ ସିଆରପିଏଫ୍‌ ଯବାନ ରହିବେ ନାହିଁ। କେନ୍ଦ୍ରମନ୍ତ୍ରୀ ରାମବିଲାସ ପାସଓ୍ବାନଙ୍କ ପୁଅ ଚିରାଗଙ୍କୁ ଏବେ ଓ୍ବାଇ ଶ୍ରେଣୀର ସୁରକ୍ଷା ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାରଠାରୁ ୧୨ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ପାଇଁ ପଞ୍ଜିକରଣ ଆରମ୍ଭ

ନୂଆଦିଲ୍ଲୀ,୧୫।୩: କରୋନା ବିରୋଧରେ ଲଢ଼େଇ ପାଇଁ ଦେଶରେ କେନ୍ଦ୍ର ସରକାର ଟିକାକରଣ ଅଭିଯାନକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ୧୨ବର୍ଷରୁ ୧୪ବର୍ଷର ବୟସ୍କ ପିଲାଙ୍କୁ...

ବାପାଙ୍କ ମନ୍ତବ୍ୟରେ ଏକମତ ନୁହନ୍ତି ଯୁବରାଜ

ନୂଆଦିଲ୍ଲୀ, ୧୨।୧୨- ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଶନିବାର ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ବାପା ଯୋଗରାଜ ସିଂ...

କେଜ୍‌ରିଓ୍ବାଲ୍‌ଙ୍କୁ କଡ଼ା ଜବାବ ଦେଲେ ସିଙ୍ଗାପୁର ରାଜଦୂତ

ନୂଆଦିଲ୍ଲୀ,୧୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ସିଙ୍ଗାପୁରରେ ଏକ ନୂତନ କରୋନା ଷ୍ଟ୍ରେନ ସୃଷ୍ଟି ହୋଇଥିବା କଥା ମଙ୍ଗଳବାର କହିଥିଲେ। ତାଙ୍କ ଦାବିକୁ ନୂଆଦିଲ୍ଲୀରେ ଥିବା...

ବିହାର ନିର୍ବାଚନ ପରେ ବାହାରିଛି ୧୬୦ ଟନ୍ ବାୟୋମଡିକାଲ ବର୍ଜ୍ୟବସ୍ତୁ, ୧୮ ଲକ୍ଷ ମାସ୍କ, ୭.୨୧ କୋଟି ଗ୍ଲୋଭସ୍‌ !

ପାଟନା,୧୬ ।୧୧: ବିହାର ବିଧାନସଭା ନିର୍ବାଚନ ସରିବା ପରେ ପାଖାପାଖି ୧୬୦ ଟନ୍ ବାୟୋମେଡିକାଲ ବର୍ଜ୍ୟବସ୍ତୁ ବାହାରିଥିବା ଜଣାପଡିଛି । କରୋନା ଭାଇରସ ଠାରୁ ଦୂରେଇ...

୪୦ ଫୁଟ ଗଭୀର ଶୁଖିଲା କୂଅରୁ ଶୁଭିଲା ଶବ୍ଦ, ଲୋକେ ଯାହା ଦେଖିଲେ ଉଡିଗଲା ହୋଶ୍‌

ପାଟଣା,୩୦।୯: ବିହାରର ମୁଙ୍ଗେର ଅଞ୍ଚଳରେ ଥିବା ‘ଆର୍‌ଡି ଆଣ୍ଡ ଡିଜି’ କଲେଜ କ୍ୟାମ୍ପସ ନିକଟରେ ୪୦ ଫୁଟ ଗଭୀରର ଏକ ଶୁଖିଲା କୂଅରୁ ଶବ୍ଦ ଶୁଭୁଥିଲା।...

ପାକିସ୍ତାନୀ ଡ୍ରୋନ୍‌କୁ ଗୁଳିକରି ଖସାଇଲେ ବିଏସ୍‌ଏଫ୍‌ ଯବାନ

ଶ୍ରୀନଗର,୨୧।୧୧: ଏଲ୍‌ଓସିରେ ପାକିସ୍ତାନ ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ସାମ୍ବା ସେକ୍ଟରରେ ଏକ ପାକିସ୍ତାନ ଡ୍ରୋନ୍‌କୁ ବିଏସ୍‌ଏଫ୍‌ ଯବାନ ଗୁଳିକରି ଖସାଇ ଦେଇଛନ୍ତି। ଡ୍ରେନ୍‌ଟି ଭାରତୀୟ...

ପ୍ରଥମେ କିଏ କହିବ ଆଇ ଲଭ୍‌ ୟୁ: ଖୁର୍ସିଦ

ପାଟନା,୧୯।୨: ଭାଜପାକୁ ପରାସ୍ତ କରିବାକୁ ହେଲେ ବିରୋଧୀ ମେଣ୍ଟରେ କଂଗ୍ରେସ ଯୋଗଦେଉ ବୋଲି ଜେଡିୟୁ ସୁପ୍ରିମୋ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ତାଙ୍କ...

ଆସାମ ମଡେଲଙ୍କୁ ବଳାତ୍କାର: ୪ ଗିରଫ

କାନପୁର, ୧୮।୩: ଆସାମର ଜଣେ ମଡେଲ କାନପୁରରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିଥିବାବେଳେ ତାଙ୍କୁ ସେଠାରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

Advertisement
Archives

Model This Week