‘ଲାଲ କପ୍ତାନ’ର ପୋଷ୍ଟର ରିଲିଜ୍‌: ଦଶାନନ ଅବତାରରେ ସୈଫ୍‌

ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଅଭିନୀତ ଫିଲ୍ମ ‘ଲାଲ କପ୍ତାନ’ର ଏକ ନୂଆ ପୋଷ୍ଟର ରିଲିଜ୍‌ ହୋଇଯାଇଛି। ଦଶହରାର ଗୋଟିଏ ଦିନ ପୂର୍ବରୁ ରିଲିଜ୍‌ ହୋଇଥିବା ଏହି ପୋଷ୍ଟରରେ ସୈଫ୍‌ଙ୍କୁ ଦଶାନନ ଅବତାର ଅର୍ଥାତ୍‌ ୧୦ଟି ମୁଣ୍ଡ ଥିବା ଲୁକ୍‌ରେ ଦେଖିବାକୁ ମିଳୁଛି। ଫିଲ୍ମର ଟ୍ରେଲର ଏବଂ ପୂର୍ବରୁ ରିଲିଜ୍‌ ହୋଇଥିବା ପୋଷ୍ଟରରେ ସୈଫ୍‌ଙ୍କ ନାଗା ସାଧୁ ଲୁକ୍‌ ଦେଖିବାକୁ ମିଳିଥିଲା। ଯେଉଁଥିରେ ତାଙ୍କୁ ମୁଣ୍ଡରେ ଲାଲ ରଙ୍ଗର କପଡ଼ା ବାନ୍ଧିଥିବା ବେଳେ ମଥାରେ ତିଲକ, ମୁହଁରେ ଭସ୍ମ, ଲମ୍ବା ଦାଢ଼ୀ ଏବଂ ଜଟ ଥିବା ଲୁକ୍‌ରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ନିର୍ଦ୍ଦେଶନା ଦେଇଛନ୍ତି ନବଦୀପ ସିଂହ। ନବଦୀପ ଏକ ସାକ୍ଷାତକାରରେ କହିଥିଲେ ଯେ, ସୌଫ୍‌ଙ୍କୁ ଏହି ଚରିତ୍ର ପାଇଁ ରାଜି କରାଇବା ବହୁତ ସହଜ ଥିଲା। କାହାଣୀ ଶୁଣିବା ମାତ୍ରେ ସେ ଏଥିପାଇଁ ରାଜି ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଉଛି ପ୍ରିୟଙ୍କାଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ନିକଟରେ ସେ ‘ଦ ସ୍କାଏ ଇଜ୍‌ ପିଙ୍କ’ର ପ୍ରମୋଶନ ପାଇଁ...

ଶୁଟିଂ ସମୟରେ ସାନିଟାଇଜର ସିଞ୍ଚନ କଲେ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ ଏକ ଭିନ୍ନ ଶେଳୀରେ ଦେଖିବାକୁ ମିଳୁଛି। ଏହି...

ଦୀର୍ଘ ଦୁଇ ବର୍ଷ ପରେ ବଡ ପରଦାକୁ ଫେରିବାକୁ ଯାଉଛନ୍ତି କିଙ୍ଗ ଖାନ୍‌

ମୁମ୍ବାଇ: ବଲିଉଡ୍ ନାୟକ ଶାହାରୁଖ ଖାଁଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର । ଗତ ପ୍ରାୟ ୨ ବର୍ଷ ହେବ ଫିଲ୍ମ ଦୁନିଆରୁ ଦୂରରେ...

ଏହି କ୍ରିକେଟରଙ୍କୁ ହଁ କହିବାକୁ ୩ ବର୍ଷ ସମୟ ନେଇଥିଲେ ପ୍ରେମିକା: ଏବେ…

ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ଅଛନ୍ତି ଯେଉଁମାନେ ବଲିଉଡ୍‌ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ଏମିତି ଏକ ଯୋଡି ହେଲେ ଯୁବରାଜ ସିଂହ ଏବଂ ହେଜଲ...

ମା’ଙ୍କୁ ଡରି ପୁଅ ରବିର ମୁହଁ କାହାକୁ ଦେଖାଉନାହାନ୍ତି ଏକତା

ବମ୍ବେ: ସରୋଗେସୀରେ ପୁଅ ହେବାର ଦଶ ମାସ ବିତିଲାଣି। ହେଲେ ତା’ର ମୁହଁ ଦେଖାଉନାହାନ୍ତି ଲୋକପ୍ରିୟ ଟେଲିଭିଜନ ନିର୍ଦ୍ଦେଶିକା ଏକତା କପୁର। ସେ ନିଜ ସୋସିଆଲ...

ମୁହଁ ଖୋଲିଲେ ମୌନି

ମୁମ୍ବାଇ: ଟେଲିଭିଜନ ନାୟିକା ମୌନି ରାୟ ଦୁବଇର ଜଣେ ବ୍ୟାଙ୍କର ସୁରଜ ନାମ୍ବିୟାରଙ୍କୁ ଡେଟ୍‌ କରୁଛନ୍ତି ବୋଲି କିଛିଦିନ ହେବ ଆଲୋଚନା ହେଉଥିଲା। ଏମିତିକି ମୌନି...

ଆଜି ସବୁ କିଛି ଅଛି, ତୁମେ ନାହଁ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ।...

ଦିନକୁ ତିନିଥର ଉଷୁମ ପାଣି ପିିଏ

ଶୋଭନା ମିଶ୍ର। ଟେଲି ଜଗତରେ ଜଣେ ସୁପରିଚିତ ନାଁ। ଟେଲିଭିଜନରେ ପ୍ରସାରିତ ବିଭିନ୍ନ କାର୍ଯ୍ୟକ୍ରମରେ ଆଙ୍କରିଂ କରନ୍ତି। ନିଜ କଥାର ଯାଦୁରେ ସେ ଦୀର୍ଘ ସମୟ...

Advertisement


Archives

Model This Week

Why Dharitri