ଲାଳରୁ ଦୂର ହୁଏ ରୋଗ

ନୂଆଦିଲ୍ଲୀ: ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ ଦେଖାଦେଉଥିବା ଶହେରୁ ଅଧିକ ପ୍ରକାର ରୋଗ ଦୂର ହୋଇଥାଏ। ସକାଳେ ଉଠି ଅଧୁଆ ମୁହଁରେ ପୁରାତନ ଘା’ରେ ଲାଳ ଲଗାଇଲେ କିଛି ଦିନ ମଧ୍ୟରେ ଏହା ଭଲ ହୋଇଥାଏ। ସେହିପରି ଏହାକୁ ଆଖିରେ କଜଳ ପରି ଲଗାଇଲେ ସମସ୍ତ ପ୍ରକାର ଆଖି ସମସ୍ୟା ସହଜରେ ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଲାଳ ଚର୍ମ ରୋଗ ପାଇଁ ବେଶ୍‌ ଉପକାରୀ। ମୁହଁ ଧୋଇବା ପୂର୍ବରୁ ଗୋଟେ ଗ୍ଲାସ୍‌ ପାଣି ପିଇଲେ ପାଟିରେ ଥିବା ଲାଳପେଟ ଭିତରକୁ ଯାଇଥାଏ। ଏହା ବିଭିନ୍ନ ପ୍ରକାର ପେଟ ସମସ୍ୟାକୁ ଦୂର କରି ଯୁବସୁଲଭ ଠାଣି ବଜାୟ ରଖେ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେଉଁଠି ରଖିବେ ହାତୀ ମୂର୍ତ୍ତି

ବାସ୍ତୁ ହେଉ ଅବା ଜ୍ୟୋତିଷ ଶାସ୍ତ୍ର ସବୁଥିରେ ହାତୀକୁ ବହୁତ ଶୁଭ ମଣାଯାଏ। ଶାସ୍ତ୍ରରେ ଏହାର ସମ୍ବନ୍ଧ ବିଘ୍ନହର୍ତ୍ତା ପ୍ରଭୁ ଶ୍ରୀ ଗଣେଶ ଓ ଧନରଦେବୀ...

ନବଜାତ ଶିଶୁ ଇସାରାରେ କହିଥାନ୍ତି ନିଜ ସମସ୍ୟା

ନବଜାତ ଶିଶୁ କଥା କହିପାରି ନ ଥାନ୍ତି। ମାତ୍ର ସେମାନେ ନିଜର ଖୁସି ତଥା କଷ୍ଟକୁ ଇସାରାରେ ପ୍ରକାଶ କରିଥାନ୍ତି। ଶିଶୁ କାନ୍ଦିବାଠାରୁ ଆରମ୍ଭକରି ହାକୁଟିମାରିବା,...

କାହାକୁ ଭୁଲରେ ବି କୁହନ୍ତୁ ନାହିଁ ନିଜ ବିଷୟରେ ଏସବୁ କଥା, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ନିଜ ‘ନୀତି ଶାସ୍ତ୍ର’ରେ ମନୁଷ୍ୟ ଜୀବନକୁ ସରଳ ଏବଂ ସଫଳ କରିବା ସହ ଜଡିତ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ଚାଣକ୍ୟ ନୀତିର...

ସ୍ବାସ୍ଥ୍ୟ ପାଇଁ ଉପକାରୀ ଶାଗୁଦାନା

ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ କେତେକେ ପସନ୍ଦ କରନ୍ତି। କିନ୍ତୁ ଜାଣିଛନ୍ତି! ଏସମୟରେ ଶାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି...

ଘରର ଏସବୁ ସ୍ଥାନରେ ଲଗାନ୍ତୁ ଏହି ୪ ବୃକ୍ଷ: ବଢ଼ିବ ଧନପ୍ରାପ୍ତିର ଯୋଗ

ବାସ୍ତୁଶାସ୍ତ୍ର ଅନୁଯାୟୀ ବିଭିନ୍ନ ବୃକ୍ଷ ଘର ଏବଂ ପରିବାରର ସଦସ୍ୟଙ୍କ ଜୀବନରେ ପ୍ରଭାବ ପକାଇଥାଏ। ଏପରିକି ସଠିକ୍‌ ଦିଗରେ ରଖିବା ଦ୍ୱାରା ଧନପ୍ରାପ୍ତିର ଯୋଗ ବଢ଼ିଥାଏ।...

ନିଜ ପାଇଁ ଟିକେ…

ସ୍ନେହ ପ୍ରେମ ଆଉ ଭଲପାଇବାର ପରଶ ଦେଇ ସମସ୍ତଙ୍କୁ ନିଜର କରିବାକୁ ସବୁବେଳେ ଚେଷ୍ଟା କରିଥାଏ ଗୃହିଣୀ। ପରିବାରକୁ ଏକ ସୂତ୍ରରେ ବାନ୍ଧି ରଖିବାର ପ୍ରୟାସ...

ବର୍ଷାଦିନେ ଓଜନ କମାଇବାର ସହଜ ଉପାୟ

ବର୍ଷାଦିନେ ଯଦି ଓଜନ କମାଇବା ପାଇଁ ଚାହୁଁଛନ୍ତି ତେବେ ଏହି ଫୁଡ୍‌ ଟିପ୍ସ୍‌ ଉପରେ ଗୁରୁତ୍ୱ ଦିଅନ୍ତୁ *ବର୍ଷାଦିନେ ତେଲଭାଜି ଖାଦ୍ୟ ଖାଇଲେ ଓଜନ ବୃଦ୍ଧି...

ଏହି ୪ ରାଶିର ମହିଳା ହୁକୁମ ଚଳାଇବାରେ ହୋଇଥାନ୍ତି ମାହିର; ସ୍ବାମୀଙ୍କୁ ରଖିଥାନ୍ତି ହାତ ମୁଠାରେ…

ଜ୍ୟୋତିଷ ଶାସ୍ତ୍ରରେ ଏପରି ଅନେକ ବିଷୟରେ ବର୍ଣ୍ଣନା କରାଯାଇଛି, ଯାହାଦ୍ୱାରା ବ୍ୟକ୍ତିର ଭବିଷ୍ୟତ, ଚରିତ୍ର, ଗୁଣ-ଦୋଷ ଆଦି ବିଷୟରେ ଜାଣିହୁଏ। ଆସନ୍ତୁ ଆମେ ଜାଣିବା ଏଭଳି...

Advertisement
Archives

Model This Week