ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ ଲାହୋରର ଏନ୍‌ଏବି କୋର୍ଟରେ ହାଜର କରାଯାଇଛି। ସୂଚନାଯୋଗ୍ୟ, ଶରିଫଙ୍କ ପରିବାର ସଦସ୍ୟଙ୍କ ନାଁରେ ଚିନି କଳରେ ଥିବା ଶେୟାରର କିଣାବିକାରେ ଅର୍ଥ ହେରଫେର କରିଥିବା ଅଭିଯୋଗ ରହିଛି। ଏହି ମାମଲାରେ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଓ ତାଙ୍କର ଜଣେ ସମ୍ପର୍କୀୟ ଭାଇ ୟୁଶୁଫ ଅବ୍ବାସଙ୍କୁ ଗତ ଅଗଷ୍ଟରେ ଗିରଫ କରାଯାଇଥିଲା। ଏନ୍‌ଏବିର ସୂଚନା ଅନୁଯାୟୀ, ଚିନି କଳରେ ମରିୟମଙ୍କର ୧୨ ମିଲିୟନରୁ ଊର୍ଦ୍ଧ୍ୱ ମୂଲ୍ୟର ଶେୟାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ

କେନୋଶା,୨୬ା୮(ଏ.ପି.): ଆମେରିକାର ମିନିଆପଲିସରେ ଜର୍ଜ ଫ୍ଲୟଡ୍‌ଙ୍କ ମୃତ୍ୟୁକୁ ନେଇ ମୁଣ୍ଡ ଟେକିଥିବା ଆନ୍ଦୋଳନ ଆଉ ଜଣେ କୃଷ୍ଣକାୟଙ୍କୁ ପୋଲିସର ଗୁଳିମାଡ଼ ପରେ ଆହୁରି ବ୍ୟାପକ ହୋଇଛି।...

ଟଙ୍କା ଭର୍ତ୍ତି ୬ ସୁଟ୍‌କେସ ସହ ଧରାପଡ଼ିଲେ

ମସ୍କୋ,୨୧।୩: ୟୁକ୍ରେନ ପାର୍ଲାମେଣ୍ଟର ପୂର୍ବତନ ସଦସ୍ୟଙ୍କ ପତ୍ନୀ ପଡ଼ୋଶୀ ଦେଶ ହଙ୍ଗେରୀରେ ୨୮ ନିୟୁତ ଡଲାର ଏବଂ ୧.୩ ନିୟୁତ ୟୁରୋ ଭର୍ତ୍ତି ୬ ସୁଟ୍‌କେସ...

ଲକ୍‌ଡାଉନ୍‌ରେ ଚର୍ଚ୍ଚ ଖୋଲିବା ଉପରେ ଲାଗିଥିଲା ପ୍ରତିବନ୍ଧକ: ଏପରି କଲେ ପାଦ୍ରୀ

ମହାମାରୀ କରୋନା ଯୋଗୁ ଆମେରିକାର କାଲିଫର୍ନିଆ ସହରରେ ପୁଣିଥରେ ଲକ୍‌ଡାଉନ୍‌ ଲାଗୁ କରାଯାଇଛି। ତେବେ ଏହି ଳକ୍‌ଡାଉନ୍‌ରେ ପେଟ୍ରୋଲ ଷ୍ଟେଶନ ଏବଂ ସୁପର ମାର୍କେଲ ଖୋଲିବାକୁ...

ଶେଷରେ ମାନୁଛି ପାକିସ୍ତାନ: ବିଶ୍ୱ ଆମ କଥା ନୁହେଁ ଭାରତ କଥା ଶୁଣୁଛି

ଇସ୍‌ଲାମାବାଦ,୧୨।୯: ଜମ୍ମୁ-କଶ୍ମୀର ମାମଲାରେ ଏବେ ପାକିସ୍ତାନ ଯେ ଏକୁଟିଆ ହୋଇଯାଇଛି ତାହା ସେ ଉବଲବ୍ଧି କରି ସାରିଲାଣି। ନିକଟରେ ପାକିସ୍ତାନ ବୈଦେଶିକମନ୍ତ୍ରୀ କଶ୍ମୀର ଭାରତର ରାଜ୍ୟ...

ଡିଏନ୍‌ଏକୁ ନଷ୍ଟ କରିପାରେ କୃତ୍ରିମ ମିଠା

ଓ୍ବାଶିଂଟନ୍‌,୮ା୬: ମଧୁମେହ ରୋଗୀମାନେ ଚା’ ଓ ଅନ୍ୟ ଖାଦ୍ୟଗୁଡ଼ିକରେ ଶର୍କରାଯୁକ୍ତ ଚିନି ପରିବର୍ତ୍ତେ କୃତ୍ରିମ ସ୍ବିଟ୍‌ନର ବ୍ୟବହାର କରିଥାଆନ୍ତି। କିନ୍ତୁ ଏହି କୃତ୍ରିମ ମିଠାରେ ବ୍ୟବହୃତ...

ଟ୍ରମ୍ପ ବୁଝନ୍ତି ନାହିଁ ରାଷ୍ଟ୍ରପତି ପଦର ଅର୍ଥ: କମଳା-ବିଡେନ

ଓ୍ବାଶିଂଟନ,୨୯।୮: ଆମେରିକାରେ ଆସନ୍ତା ନଭେମ୍ବରରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଥିବା ବେଳେ ଡେମୋକ୍ରାଟିକ ଓ ରିପବ୍ଲିକ ପାର୍ଟିର ପ୍ରାର୍ଥୀ ଜଣେ...

ନେପାଳରେ ଭୂକମ୍ପ, ବିହାରର ଅଧିକାଂଶ ଜିଲାରେ ଦେଖାଦେଲା ପ୍ରଭାବ

କାଠମାଣ୍ଡୁ,୩୧ ।୭: ନେପାଳର ରାଜଧାନୀ କାଠମାଣ୍ଡୁରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୫.୫ । ନ୍ୟାଶନାଲ ସେଣ୍ଟର...

ନାବାଳିକାଙ୍କୁ ବିବାହ କରି ହରଡ଼ଘଣାରେ ପାକିସ୍ତାନ ଏମ୍‌ପି

ଇସଲାମାବାଦ୍‌,୨୩।୨: ଜଣେ ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ପାକିସ୍ତାନ ପୋଲିସ ଏମ୍‌ପି ମୌଲାନା ସଲ୍ଲାଉଦ୍ଦିନ୍‌ ଆୟୁବିଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି।...

Advertisement
Archives

Model This Week