Posted inଖେଳ

ଲିଅନ ଫୁଟ୍‌ବଲ ଟିମ୍‌ର ସମସ୍ତ ଖେଳାଳି ନେଗେଟିଭ୍‌

ଓ୍ବାଶିଂଟନ, ୧୦ା୫ (ଏପି): ଫ୍ରେଞ୍ଚ୍‌ ଫୁଟ୍‌ବଲ କ୍ଲବର ଲିଅନ୍‌ର ଉଭୟ ମହିଳା ଓ ପୁରୁଷ ଖେଳାଳିଙ୍କର କରୋନାଭାଇରସ୍‌ ଟେଷ୍ଟ ହୋଇଥିଲା। ସମସ୍ତଙ୍କ ଫଳାଫଳ ନେଗେଟିଭ୍‌ ଆସିଥିବା କ୍ଲବର ସଭାପତି ଜିନ୍‌-ମିଚେଲ ଆଲାସ୍‌ କହିଛନ୍ତି। କୋଭିଡ୍‌-୧୯ ଆଶଙ୍କା ଯୋଗୁ ଆଉ ୧୦ରାଉଣ୍ଡ ଖେଳ ବାକିଥାଇ ପୁରୁଷ ଫ୍ରେଞ୍ଚ୍‌ ଲିଗ୍‌ ବାତିଲ କରାଯାଇଥିବାବେଳେ ସେଣ୍ଟ ଜର୍ମେନ ଦଳକୁ ଚାମ୍ପିୟନ ଘୋଷଣା କରାଯାଇଥିଲା। କାରଣ ଏହି ଦଳ ଲିଗ୍‌ ବାତିଲ ହେବାବେଳକୁ ବୃହତ୍‌ ବ୍ୟବଧାନରେ ଅଗ୍ରଣୀ ରହିଥିଲା। ଲିଅନ ଦଳକୁ ୭ମ ସ୍ଥାନ ମିଳିଥିଲା। ଅନ୍ୟପକ୍ଷରେ ମହିଳା ମ୍ୟାଚ୍‌ ବାତିଲ ହେବା ପୂର୍ବରୁ ଲିଅନ୍‌ ମହିଳା ଦଳ ସେମିଫାଇନାଲରେ ପ୍ରବେଶ କରିସାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଇଭ୍‌ ଅନ୍ତର୍ଜାତୀୟ ମ୍ୟାଚ୍‌ ସମୟରେ ହଠାତ୍‌ ପଡ଼ିଆ ଛାଡିଲେ ଅମ୍ପାୟାର

ଚିଟ୍ଟାଗଙ୍ଗ,୧୯।୫: ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ଏହି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଚିଟ୍ଟାଗଙ୍ଗରେ ଖେଳାଯାଉଛି। ମ୍ୟାଚର...

ସ୍ବସ୍ତିକ, ଜ୍ୟୋତିକା ଚାମ୍ପିୟନ

କଟକ ଅଫିସ,୨୯ା୪- ମାଷ୍ଟର ଚେସ୍‌ ଫାଉଣ୍ଡେଶନ ଆନୁକୂଲ୍ୟରେ ଏଠାରେ ଅନୁଷ୍ଠିତ ରାଜ୍ୟ ୭ବର୍ଷରୁ କମ୍‌ ଓପନ ଓ ବାଳିକା ଚେସ୍‌ ଚାମ୍ପିୟନଶିପ ରବିବାର ଉଦ୍‌ଯାପିତ ହୋଇଯାଇଛି...

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମ ଶତକ ମାରିଥିବା ଭାରତୀୟ କିଏ ଥିଲେ ଜାଣନ୍ତି କି

କ୍ରିକେଟରେ ଅନେକ ରେକର୍ଡ ସୃଷ୍ଟି ହୁଏ। ପ୍ରତ୍ୟେକ ମ୍ୟାଚ୍‌ କିଛି ରେକର୍ଡ ଭାଙ୍ଗି ମଧ୍ୟ ଥାଏ। ଟେଷ୍ଟରେ ୫୧ଟି ଟେଷ୍ଟ ଶତକ ହାସଲ କରି ସଚିନ...

ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ : ଭାରତୀୟଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ଜାରି

ନୁର-ସୁଲତାନ(କାଜାଖସ୍ଥାନ),୧୫।୯(ପି.ଟି.)- ଏଠାରେ ଚାଲିଥିବା ରେସଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ରେସଲର ମାନେ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ରବିବାର ଭାରତୀୟ ଗ୍ରୀକୋ- ରୋମାନ ରେସଲରଙ୍କ ନୈରାଶ୍ୟଜନକ...

ଉନାଡ୍‌କଟଙ୍କ ଦମ୍‌ରେ ସୌରାଷ୍ଟ୍ର ଜିତିଲା ପ୍ରଥମ ରଣଜୀ ଟାଇଟଲ

ରାଜକୋଟ,୧୩।୩(ପି.ଟି.)- ଅଧିନାୟକ ଉନାଡ୍‌କଟଙ୍କ ଦମଦାର ସ୍ପେଲ ବଳରେ ସୌରାଷ୍ଟ୍ର ଦଳ ପ୍ରଥମ ଥର ପାଇଁ ରଣଜୀ ଟାଇଟଲ ହାସଲ କରିଛି। ଗତବର୍ଷ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିବା...

ତୃତୀୟ, ଚତୁର୍ଥ ଟେଷ୍ଟ ଭେନ୍ୟୁ ଅଦଳବଦଳ ସମ୍ଭାବନା

ଆଡିଲେଡ୍‌,୨୧।୧୨(ପି.ଟି.): ସିଡ୍‌ନୀରେ କୋଭିଡ୍‌-୧୯ ମହାମାରୀ ପ୍ରକୋପ ଦେଖିବାକୁ ମିଳିଛି। କରୋନା ସଂକ୍ରମଣ ବୃଦ୍ଧି ଘଟିଛି। ଫଳରେ ତୃତୀୟ ଓ ଚତୁର୍ଥ ଟେଷ୍ଟର ଭେନ୍ୟୁରେ ଅଦଳବଦଳ କରିବାକୁ...

ଶେଷ ୬ ସେକେଣ୍ଡରେ ଅଟକି ଯାଇଥିଲା ସମସ୍ତଙ୍କ ହୃଦସ୍ପନ୍ଦନ; ଦେଖନ୍ତୁ ଭାରତର ଐତିହାସିକ ବିଜୟର ସେହି ଭିଡିଓ…

ନୂଆଦିଲ୍ଲୀ,୫।୮: ଅଲିମ୍ପିକ୍ସରେ ଇତିହାସ ରଚିଛି ଭାରତର ପୁରୁଷ ହକି ଦଳ। ଗୁରୁବାର ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍‌ରେ ଜର୍ମାନୀକୁ ୫-୪ରେ ପରାସ୍ତ କରି ବ୍ରୋଞ୍ଚ ପଦକ ହାସଲ...

ନିଜର ସମସ୍ତ ହୋଟେଲକୁ ମେଡିକାଲରେ ବଦଳିବେ ରୋନାଲ୍ଡୋ

ଲିସବନ,୧୬।୩- ବିଶ୍ୱକୁ ଘାରି ଥିବା କରୋନା ଭାଇରସ ସହ ଲଢ଼େଇ କରିବାକୁ ପ୍ରସ୍ତୁତ ହେଉଛନ୍ତି ଫୁଟବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ। ନିଜର ସମସ୍ତ ହୋଟେଲକୁ ମେଡିକାଲରେ...

Advertisement
Archives

Model This Week