ଲିଙ୍ଗଗତ ତାରତମ୍ୟ ତାଲିକା: ୧୧୨ ସ୍ଥାନରେ ଭାରତ; ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ

ଜେନେଭା/ନୂଆଦିଲ୍ଲୀ,୧୭।୧୨: ଲିଙ୍ଗଗତ ତାରତମ୍ୟ ତାଲିକାରେ ଭାରତ ଚଳିତ ବର୍ଷ ୧୧୨ ସ୍ଥାନ ହାସଲ କରିଛି। ଗତ ବର୍ଷ ତୁଳନାରେ ଏହା ୪ ସ୍ଥାନ ତଳକୁ ଖସି ଆସିଛି। ଗତ ବର୍ଷ ଏହା ୧୦୮ ସ୍ଥାନରେ ଥିଲା। ଏନେଇ ଜେନେଭାର ଓ୍ବାଲର୍‌ଡ ଇକୋନୋମି ଫୋରମ୍‌ ପକ୍ଷରୁ ମହିଳାଙ୍କ ସ୍ବାସ୍ଥ୍ୟ ଏବଂ ଆର୍ଥିକ ସ୍ଥିତି ସମ୍ପର୍କିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ତାଲିକାର ପ୍ରଥମ ସ୍ଥାନରେ ଆଇସ୍‌ଲାଣ୍ଡ ରହିଛି। ଏଥିରେ ୧୫୩ ଦେଶକୁ ସାମିଲ୍‌ କରାଯାଇଛି। ୨୦୦୬ଠାରୁ ପ୍ରତିବର୍ଷ ପ୍ରକାଶିତ ହେଉଥିବା ଏହି ସର୍ଭେ ରିପୋର୍ଟର ୧୫୩ ସ୍ଥାନରେ ୟେମେନ୍‌ ରହିଛି। ଚଳିତବର୍ଷ ଚାଇନା(୧୦୬), ଶ୍ରୀଲଙ୍କା (୧୦୨), ନେପାଳ (୧୦୧), ବ୍ରାଜିଲ (୯୨), ଇଣ୍ଡୋନେସିଆ (୮୫), ବାଂଲାଦେଶ (୫୦)ଠାରୁ ଭାରତ ପଛରେ ରହିଛି। ତାଲିକାରେ ପାକିସ୍ତାନ ୧୫୧ ସ୍ଥାନରେ ଥିବାବେଳେ ଇରାକ ୧୫୨ରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟମନ୍ତ୍ରୀ ନେଲେ ପ୍ରଥମ କରୋନା ଟିକା

ଆବୁଧାବି,୨୦ ।୯: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ର ସ୍ୱାସ୍ଥ୍ୟମନ୍ତ୍ରୀ ଅବଦୁଲରହମାନ ବିନ ମହମ୍ମଦ ଅଲ ଓୱେସ ଶନିବାର କରୋନା ଭାଇରସର ଟିକା ନେଇଛନ୍ତି । ତାଙ୍କୁ ଏହାର...

ମଡର୍ନା ନେଲେ କମଲା ହାରିସ୍‌

ଓ୍ବାଶିଂଟନ୍‌, ୩୧ା୧୨: ଆମେରିକାର ନବନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ ବୁଧବାର କୋଭିଡ୍‌ ଟିକା ମଡର୍ନାର ପ୍ରଥମ ଡୋଜ ନେଇଛନ୍ତି। ଟିକାର ବିଶ୍ୱସନୀୟତା ଏବଂ ଲୋକଙ୍କ ମଧ୍ୟରେ...

ଇଟାଲିରେ ଯୁବବର୍ଗଙ୍କ ପାଇଁ ଆବଶ୍ୟକ ପଡୁଛି ଭେଣ୍ଟିଲେଟର: ମାସ୍କ୍‌-ଗ୍ଳୋଭସ୍ ପିନ୍ଧିଥିବା ଡାକ୍ତର ବି କରୋନା ପଜିଟିଭ୍‌

ରୋମ, ୪ ।୪: ଇଟାଲିରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି । ଏଠାରେ ସଂକ୍ରମିତ ଯୁବବର୍ଗଙ୍କ ପାଇଁ ମଧ୍ୟ ଭେଣ୍ଟିଲେଟରର ଆବଶ୍ୟକତା ପଡୁଥିବାରୁ ସରକାରଙ୍କ ଚିନ୍ତା...

ନେପାଳ ପୋଲିସକୁ ୨୮ଟି ସ୍ଥାନରେ ମିଳିଲା ସନ୍ଦିଗ୍ଧ ପ୍ୟାକେଟ

କାଠମାଣ୍ଡୁ,୨୫।୬: ନେପାଳ ପୋଲିସକୁ ୨୮ଟି ସ୍ଥାନରୁ ସନ୍ଦିଗ୍ଧ ପ୍ୟାକେଟ ମିଳିଥିବା କହିଛନ୍ତି ପୋଲିସ ପ୍ରବକ୍ତା ବିଶ୍ୱରାଜ ପୋଖରେଲ। ଏହାପରେ ସବୁଠି ଭୟର ବାତାବରଣ ଦେଖାଯାଇଛି। ତେବେ...

ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି...

ଯେଉଁଠାରେ କର୍ମଚାରୀମାନେ ନିର୍ଦ୍ଧାରିତ କରନ୍ତି ନିଜର ବେତନ

ସବୁ ସଂସ୍ଥାରେ ମାଲିକ ଦରମା ନିର୍ଦ୍ଧାରଣ କରୁଥିବା ବେଳେ ବିଶ୍ୱରେ ଏଭଳି ଏକ କମ୍ପାନୀ ରହିଛି ଯେଉଁଠାରେ କର୍ମଚାରୀମାନେ ନିଜର ଦରମା ନିଜେ ନିର୍ଦ୍ଧାରିତ କରିଥାନ୍ତି।...

ମସ୍‌ଜିଦରେ ନାଚିବାରୁ ଅଭିନେତ୍ରୀଙ୍କୁ ମିଳିଲା ହତ୍ୟା ଧମକ

ଲାହୋର,୧୦।୮: ବଲିଉଡ୍‌ ମୁଭି ‘ହିନ୍ଦି ମିଡିୟମ’ରେ ନଜର ଆସିଥିବା ଅଭିନେତ୍ରୀ ସବା କମରଙ୍କୁ ମିଳିଛି ହତ୍ୟା ଧମକ। ସୂଚନାଯୋଗ୍ୟ, ପାକିସ୍ତାନର ଲାହୋରରେ ଥିବା ଐତିହାସିକ ଓ୍ବାଜିର...

କାମ୍ପାଲା ସହରକୁ ଥରାଇଲା ସିରିଜ ବିସ୍ଫୋରଣ

କାମ୍ପାଲା,୧୬।୧୧: ଆଫ୍ରିକୀୟ ଦେଶ ଉଗାଣ୍ଡାର ରାଜଧାନୀ କାମ୍ପାଲା ସହରର ସଂସଦ ଭବନ ନିକଟରେ ସୋମବାର ସିରିଏଲ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ଘଟିଛି।...

Advertisement


Archives

Model This Week