ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ, ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଶାହା ଲିଙ୍ଗରାଜଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ମନ୍ଦିର ପରିସରରେ ଭ୍ରମଣ କରିଥିଲେ। ଶାହାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଫୁଲବାଣୀ ଅଫିସ,୧୦ା୮-କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ରାଲି ମାଦିକୁନ୍ଦା ଛକରୁ ବାହାରିଥିଲା।...

ପ୍ରଥମ ବର୍ଷ ଯୁକ୍ତ ୨ ପରୀକ୍ଷା କଡ଼ାକଡ଼ି ପ୍ରସଙ୍ଗ: ବିରୋଧ ପରେ ମନ୍ତ୍ରୀ କହିଲେ ‘ବିଚାର କରାଯିବ’

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା କଡ଼ାକଡ଼ି କରାଯିବାକୁ ଛାତ୍ରୀଛାତ୍ରମାନେ ବିରୋଧ କରିବା ପରେ ସରକାର ନରମିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର, ୭ା୯(ବ୍ୟୁରୋ): ବିଶିଷ୍ଟ ଲେଖକ ତଥା ପ୍ରଶାସକ ଡ. ପ୍ରଦୀପ ଦାଶ ପାଇବେ ଶାରଳା ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ଚରୁ ଚିବର ଓ ଚର୍ଯ୍ୟା’ ନିମନ୍ତେ...

ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ

ବାରଙ୍ଗ,୩ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର...

୪୦ ଡିଗ୍ରୀ ଉପରେ ୭ ସହର

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ତାତିର ପ୍ରକୋପ ବହୁ ମାତ୍ରାରେ ବଢିଯାଇଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଟପିଛି।...

ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ କ୍ୱାରେଣ୍ଟାଇନ୍‌ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ଜୁଆ ଆଡ୍ଡାରେ ଚଢ଼ାଉ: ୮ ଜୁଆଡି ଗିରଫ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ବୈରାଗୀମଠ ଗ୍ରାମଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ...

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *