ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ, ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଶାହା ଲିଙ୍ଗରାଜଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ମନ୍ଦିର ପରିସରରେ ଭ୍ରମଣ କରିଥିଲେ। ଶାହାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କ ପେଟରୁ ବାହାରିଲା ୫୭ କେଜି ଟ୍ୟୁମର

ଖୋର୍ଦ୍ଧା ଅଫିସ,୨୮ା୧୦: ଦୀର୍ଘ ୧୦ବର୍ଷ ଧରି ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ଯୁବତୀଙ୍କ ପେଟକୁ ସୋମବାର ଅସ୍ତ୍ରୋପଚାର କରାଯାଇ ୫୭କେଜି ଓଜନର ଟ୍ୟୁମର ବାହାର କରାଯାଇଛି।...

ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ...

‘ବାପାଙ୍କ ହତ୍ୟାକୁ ନେଇ ରାଜନୀତି ନ କରାଯାଉ, ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା ଅଛି’

ଭୁବନେଶ୍ୱର,୨୧।୨(ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଶାସକ ଦୋଷ ଲଦାଲଦି ହେଉଛନ୍ତି। ଏହି ପ୍ରସଙ୍ଗରେ ନବ ଦାସଙ୍କ ଝିଅ ଦୀପାଳ ପ୍ରତିକ୍ରିୟା...

ପୂର୍ବ ଶତ୍ରୁତାରୁ ବିଭତ୍ସ ହତ୍ୟାକାଣ୍ଡ: ଅଙ୍ଗନଓ୍ବାଡି କେନ୍ଦ୍ର ପଛପଟେ ପଡ଼ିଛି ରକ୍ତ ଭିଜା ମୃତଦେହ

ସୋନପୁର/ତରଭା,୨୧।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ଥାନା ଅନ୍ତର୍ଗତ ଦଇତପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । କଟାପାଲି ପଞ୍ଚାୟତ ଅରଖାପଦର...

ତାରାତାରିଣୀ ପୀଠରେ ମାଙ୍କଡ଼ଙ୍କୁ ଖାଦ୍ୟ ଦେଉଛି ପ୍ରଶାସନ, ଟୁଇଟ୍‌ କରି ଜଣାଇଲେ ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଗଞ୍ଜାମ ଜିଲାର ଆରାଧ୍ୟ ଦୈବୀପୀଠ ମା’ ତାରାତାରିଣୀ ମନ୍ଦିର ମାସେରୁ ଉର୍ଦ୍ଧ୍ୱ ହେଲା ବନ୍ଦ ରହିଛି। ଏପରିକି ମାସେ ଧରି ଚାଲିଥିବା...

ଆଇକାର୍ଡ଼ା ପକ୍ଷରୁ କ୍ଷେତ୍ର ପରିଦର୍ଶନ

ବାଲେଶ୍ୱର ଅଫିସ,୨୯।୨- ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ଏବଂ ଅନ୍ତରାଷ୍ଟ୍ରୀୟ ଶୁଷ୍କାଞ୍ଚଳ କୃଷି ଗବେଷଣା ସଂସ୍ଥା(ଆଇକାର୍ଡ଼ା) ନୂଆଦିଲ୍ଲୀ...

ଦୁଇ ଦିନରେ ୧୨ହଜାର ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୬ା୭-ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଯାଇଛି । ଗୁରୁବାର ରଥଯାତ୍ରା ଯୋଗୁ ସରକାରୀ କଲେଜଗୁଡ଼ିକ ଛୁଟି ଥିଲା। ଏଣୁ ନାମଲେଖା ବନ୍ଦ...

ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ...

Advertisement
Archives

Model This Week