ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ମିଳିଲା ଅନୁମତି: ବିନା ଶୋଭାଯାତ୍ରାରେ ହେବ ଶିବ ବିବାହ

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ ସଜ୍ଜାରେ ଶିବ ବିବାହ ସମ୍ପନ୍ନ ହେବ ବୋଲି ସର୍ତ୍ତରେ ଉଲ୍ଲେଖ ରହିଛି। ସେହିପରି ସାମାଜିକ ଦୂରତା ସହ ସେବାୟତମାନେ ମାସ୍କ ପିନ୍ଧିବାକୁ ବାଧ୍ୟ ବୋଲି ବିଏମସି ଅତିରିକ୍ତ କମିଶନର ଅବନୀକାନ୍ତ ପଟ୍ଟନାୟକଙ୍କ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାସନ ବ୍ୟବସ୍ଥା ହାଇଜାକ୍‌ ହୋଇଛି: ଭାଜପା

ଭୁବନେଶ୍ୱର,୧୮।୬(ଅନିଲ ଦାସ): ଓଡ଼ିଶାର ବିଭିନ୍ନ ଜିଲା ଏବଂ ସଂସଦୀୟ କ୍ଷେତ୍ର ବୁଲିଲା ବେଳେ ଜନସାଧାରଣଙ୍କ ଗୋଟିଏ ପ୍ରଶ୍ନ ଆମ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଶାସନ କରୁଛନ୍ତି ନା...

ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦିବଂଗତ...

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ...

ବିଧାନସଭାରେ ଚାଷୀ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବଡ଼ଗଡ଼ ଜିଲାର ପଦ୍ମପୁର ଉପନିର୍ବାଚନରେ ଚାଷୀ ସମସ୍ୟା ମୁଖ୍ୟ ପ୍ରସଙ୍ଗ ହୋଇଛି। ଚାଷୀଙ୍କ ଭୋଟ ହାତେଇବା ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋର ଲଗାଇଛନ୍ତି।...

କରୋନା ମୁକାବିଲା ପାଇଁ ସାହି ଏକଜୁଟ

କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ...

ଆହତ ବ୍ୟକ୍ତିଙ୍କୁ ନିଜ ଗାଡ଼ିରେ ଡାକ୍ତରଖାନା ନେଲେ

ସୁନ୍ଦରଗଡ଼,୧୨।୯ (ଡି.ଏନ୍‌.ଏ): ଜଣେ ଗର୍ଭବତୀଙ୍କୁ ମାଡ଼ ମାରିଥିବା ନେଇ ଗତ କିଛିଦିନ ତଳେ ଚର୍ଚ୍ଚାରେ ଥିବା ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରାଙ୍କୁ ମଙ୍ଗଳବାର ଏକ ଭିନ୍ନ...

ଗାନ୍ଧିଜୀଙ୍କ ବେଶ ବଦଳାଇଥିଲା ଓଡ଼ିଶା

ପୁରୀ ଅଫିସ,୨୬।୩: ଶ୍ରୀକ୍ଷେତ୍ର ସହିତ ମହାତ୍ମା ଗାନ୍ଧୀ (ବାପୁଜୀ)ଙ୍କର ସ୍ମୃତି ଜଡ଼ିତ ରହିଛି। ଏହି ସ୍ମୃତିକୁ ଚିର ସ୍ମରଣୀୟ ରଖିବା ପାଇଁ ଶନିବାର ଶ୍ରୀକ୍ଷେତ୍ରରେ ଗାନ୍ଧିଜୀଙ୍କ...

ଭୁବନେଶ୍ୱରରେ କର୍ନାଟକ ବସ୍‌ ଜଳିବା ଘଟଣା: ଆରଟିଓରୁ ମାଲିକଙ୍କ ତଥ୍ୟ ଆଣିବ ପୋଲିସ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ): ଶହୀଦନଗର ଇମ୍ପା ପାର୍କ ନିକଟରେ ତାମିଲନାଡୁର କଳା ତାଲିକାଭୁକ୍ତ ବସ୍‌ ଜଳିବା ଘଟଣାରେ ରହସ୍ୟ ବଢିବାରେ ଲାଗିଛି। ପୋଲିସ ବସ୍‌ ମାଲିକଙ୍କ ପତ୍ତା...

Advertisement
Archives

Model This Week